ନୂଆଦିଲ୍ଲୀ : ନିର୍ବାଚନୀ ବର୍ଷରେ ଆଜି କେନ୍ଦ୍ର ସରକାର ଇପିଏଫ୍ଓ ସୁଧହାର ବଢ଼ାଇଛନ୍ତି । ଏହାକୁ ୮.୫୫ରୁ ୮.୬୫ ପ୍ରତିଶତ କରାଯାଇଛି । ଆଜି ଏ ସମ୍ପର୍କରେ କେନ୍ଦ୍ର ଶ୍ରମ ମନ୍ତ୍ରୀ ସନ୍ତୋଷ ଗଙ୍ଗଓ୍ଵାର ସୂଚନା ଦେଇଛନ୍ତି । ସେ କହିଛନ୍ତି ଯେ ଏହି ନିଷ୍ପତ୍ତି ଯୋଗୁଁ ୬ କୋଟି ଉପଭୋକ୍ତା ଉପକୃତ ହେବେ । ଏହି ସୁଧହାର ୧୦୧୮-୧୯ ଆର୍ଥିକ ବର୍ଷରୁ ଲାଗୁ ହେବ । ଫଳରେ ପିଛିଲା ଭାବେ ଲୋକେ ଏହି ନୂଆ ହାରରେ ସୁଧ ପାଇବେ । ଆଜିର ବୈଠକରେ ସର୍ବସମ୍ମତି ନିଷ୍ପତ୍ତି ପରେ ଏହି ପ୍ରସ୍ତାବକୁ ଅର୍ଥ ମନ୍ତ୍ରାଳୟକୁ ପଠାଯିବ ବୋଲି ମନ୍ତ୍ରୀ କହିଛନ୍ତି ।
ବାଲେଶ୍ଵର: ହଟିଲା ଦିନ କର୍ଫ୍ୟୁ, ରାତି କର୍ଫ୍ୟୁ ବଳବତ୍ତର । ବାଲେଶ୍ଵରରେ ଆଜିଠୁ ରାତ୍ରିକାଳୀନ କର୍ଫ୍ୟୁ । ରାତି ୯ଟାରୁ…
ଭୁବନେଶ୍ୱର: ଆଜିଠୁ ୪ଦିନ ଯାଏ ବର୍ଷା । ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ବଙ୍ଗୋପସାଗରରେ…
ନୂଆଦିଲ୍ଲୀ: ଆଜି ଲୋକସଭା ବାଚସ୍ପତି ନିର୍ବାଚନ । ସ୍ଵାଧୀନତା ପରେ ପ୍ରଥମ ଥର ପାଇଁ ଲୋକସଭା ବାଚିସ୍ପତି ପଦବୀ ପାଇଁ…
ମେଷ: ଶୁଭ ସମାଚାର ମିଳିପାରେ । ଛାତ୍ରଛାତ୍ରୀମାନେ ପଢାପଢିରେ ପରିବର୍ତ୍ତନ ଆଣିବେ । ଅଫିସ୍ କାର୍ଯ୍ୟରେ ବିଳମ୍ବ ହେବ ।…
ବ୍ରହ୍ମପୁର : ଦିଗପହଣ୍ଡି ଥାନା ଭୀଷ୍ମଗିରୀରେ ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ ।…
ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ। ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ କହି, ଡାକ୍ତରମାନଙ୍କୁ ଏହି ଉପଦେଶ…