ରାଜ୍ୟ

ବିପଦରେ କୋଣାର୍କ ସୂର୍ଯ୍ୟ ମନ୍ଦିର, ବିଶେଷଜ୍ଞଙ୍କ ମତ ନିଆଯାଇ କଢାଯିବ ଗର୍ଭ ଗୃହର ବାଲି

ବିପଦରେ କୋଣାର୍କ ସୂର୍ଯ୍ୟ ମନ୍ଦିର । ବିଶେଷଜ୍ଞଙ୍କ ମତ ନିଆଯାଇ ଗର୍ଭ ଗୃହର ବାଲି କଢାଯିବ । କୋଣାର୍କ ଯାତ୍ରୀ ନିବାସ ସମ୍ମିଳନୀ କକ୍ଷରେ ଗତ ୨ ଦିନ ଧରି ଚାଲିଥିବା କୋଣାର୍କ ମନ୍ଦିର ସଂରକ୍ଷଣ ନେଇ ଜାତୀୟ ସ୍ତରର ଆଲୋଚନା ହୋଇଛି । ପୂର୍ବରୁ ସୂର୍ଯ୍ୟ ମନ୍ଦିରର ସୁରକ୍ଷା ନେଇ ବହୁବାର ଆଲୋଚନା ହୋଇଛି । ହେଲେ ଏଥିରେ କୌଣସି ସୁଫଳ ମିଳିନାହିଁ । ଆଜିର ବୈଠକରେ କେନ୍ଦ୍ର ସଂସ୍କୃତି ମନ୍ତ୍ରୀଙ୍କ ସମେତ ସିବିଆରଆଇ ନିର୍ଦ୍ଦେଶକ, ରାଜ୍ୟ ସଂସ୍କୃତି ମନ୍ତ୍ରୀଙ୍କ ୱାର୍କିଂ କମିଟିର ସଦସ୍ୟଙ୍କ ସମେତ ପ୍ରତ୍ନତତ୍ତ୍ୱ ବିଭାଗର ଅବସରପ୍ରାପ୍ତ ଅଧିକାରୀମାନେ ଯୋଗଦେଇ ନିଜ ନିଜର ମତ ରଖିଥିଲେ । କୋଣାର୍କର ସଂରକ୍ଷଣ ପାଇଁ ସରକାର ସବୁବେଳେ ତତ୍ପର । ଏଠାରୁ ବିଦେଶକୁ ଯାଇଥିବା ମୂର୍ତ୍ତି ଗୁଡ଼ିକୁ ଫେରାଇ ଆଣିବାକୁ ଉଦ୍ୟମ କରାଯିବ ବୋଲି କହିଛନ୍ତି କେନ୍ଦ୍ର ସଂସ୍କୃତି ମନ୍ତ୍ରୀ ।

KNews Bureau

Recent Posts

ଆଜିର ରାଶିଫଳ : ଜାଣନ୍ତୁ ଆଜି କେଉଁ ରାଶିର ଲୋକଙ୍କ ପାଇଁ କିପରି କଟିବ ଦିନ

ମେଷ: ଲାଭ ବଢ଼ିବ ଏବଂ ଆୟରେ ବୃଦ୍ଧି ଘଟିବ । କୌଣସି ନୂଆ ଆଇଡିଆ ଆପଣଙ୍କୁ ଆଗକୁ ନେବାରେ ସହାୟକ…

3 hours ago

ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ମୃତ୍ୟୁ, କ୍ଷତିପୁରଣ ଦାବିରେ କଟକ-ଚାନ୍ଦବାଲି ରାଜ୍ୟ ରାଜପଥ ଅବରୋଧ

ଆଳି : ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଜଣେ ଦିନ ମଜୁରିଆଙ୍କ ମୃତ୍ୟୁ ଘଟିଛି । କ୍ଷତିପୁରଣ ଦାବିରେ କଟକ-ଚାନ୍ଦବାଲି…

5 hours ago

ବ୍ୟାଟେରୀ ଗାଡିରୁ ସର୍ଟ ସର୍କିଟ ହୋଇ ଫାଟିଲା ଗ୍ୟାସ ଟାଙ୍କି, ଜଳିଗଲା ଘର

ବ୍ୟାଟେରୀ ଗାଡିରୁ ସର୍ଟ ସର୍କିଟ ହୋଇ ଫାଟିଗଲା ଗ୍ୟାସ ଟାଙ୍କି ଜଳିଗଲା ଘର । ବାରିପଦା ସଦର ଥାନା ଅନ୍ତର୍ଗତ…

6 hours ago

ଘୋଷଣା ହେଲା ମନ୍ତ୍ରୀଙ୍କ ବିଭାଗ ବଣ୍ଟନ, ମୁଖ୍ୟମନ୍ତ୍ରୀଙ୍କ ହାତରେ ଗୃହ, ସୂର୍ଯ୍ୟବଂଶୀଙ୍କୁ ଉଚ୍ଚଶିକ୍ଷା

କେନ୍ୟୁଜ (ବ୍ୟୁରୋ) : ଆଜି ମୋହନ ମାଝୀଙ୍କ ସରକାରରେ ମନ୍ତ୍ରୀମାନଙ୍କୁ ବିଭାଗ ବଣ୍ଟନ କରାଯାଇଛି । ମୁଖ୍ୟମନ୍ତ୍ରୀ ନିଜ ପାଖରେ…

7 hours ago

ମୃତ ଝିଅର ନ୍ୟାୟ ପାଇଁ ଥାନା ବାରଣ୍ଡାରେ ନେହୁରା ହେଉଛି ମା

ସୋର: ଥାନା ସମ୍ମୁଖରେ ହୋହାଲ୍ଲା ପାଟିତୁଣ୍ଡ । କମ୍ପୁଛି ସ୍‌ଥାନୀୟ ଅଞ୍ଚଳ । ଆପଣ ଭାବୁଥିବେ ଥାନା ସମ୍ମୁଖରେ ଏତେ…

7 hours ago

ଶ୍ରୀମନ୍ଦିର ସିଂହଦ୍ୱାର ସମ୍ମୁଖରେ ଜେଟିପିଙ୍କୁ ଭକ୍ତଙ୍କ ଆକ୍ରମଣ ଅଭିଯୋଗ

ପୁରୀ : ଶ୍ରୀମନ୍ଦିର ସିଂହଦ୍ୱାର ସମ୍ମୁଖରେ ଜେଟିପିଙ୍କୁ ଭକ୍ତଙ୍କ ଆକ୍ରମଣ ଅଭିଯୋଗ । ଆହତ ଜେଟିପି ହେଉଛନ୍ତି ଲଷ୍ମୀଧର ଉପାଧ୍ୟାୟ…

8 hours ago