ଭୁବନେଶ୍ବର(କେନ୍ଯୁଜ୍) : ବିଧାୟକ ପଦରୁ କୃଷ୍ଣ ଶଗରିଆଙ୍କ ଇସ୍ତଫା। କୋରାପୁଟର କଂଗ୍ରେସ ବିଧାୟକ କୃଷ୍ଣ ଶଗରିଆ ଇସ୍ତଫା ନେଇ ପ୍ରେସମିଟ୍ରେ ସୂଚନା ଦେଇଛନ୍ତି। ଆଉ କିଛି ସମୟ ପରେ ବାଚସ୍ପତିଙ୍କୁ ଭେଟି ଇସ୍ତଫା ପତ୍ର ଦେବେ। କୁନ୍ଦୁଲି ପିଡୀତାଙ୍କୁ ନ୍ୟାୟ ନମିଳିବା ପ୍ରତିବାଦରେ ସେ ପଦ ଛାଡିଥିବା କହିଛନ୍ତି। ନିଜ ବିବେକ ଅନୁସାରେ ସେ ଇସ୍ତଫା ଦେଇଥିବା କୃଷ୍ଣ ଶଗରିଆ କହିଛନ୍ତି। ତେବେ କଂଗ୍ରେସ ଦଳ ଛାଡିବା ପରେ ଶଗରିଆ କେଉଁ ଦଳରେ ଯୋଗଦେବେ ସେ ନେଇ ସ୍ପଷ୍ଟ ଜଣାପଡିନଥିବାବେଳେ ବିଜେପିରେ ଯୋଗଦେବା ନେଇ ଚର୍ଚ୍ଚା ଚାଲିଛି।
ଆଇସିସି ଟି୨୦ ବିଶ୍ୱକପ ସେମିଫାଇନାଲରେ ପ୍ରବେଶ କରିଛି ଆଫଗାନିସ୍ତାନ । ବାଂଲାଦେଶକୁ ଡିଏଲଏସ ନିୟମରେ ହରାଇ ସେମିରେ ପ୍ରବେଶ କରିଛି…
ଅଯୋଧ୍ୟା: ସବୁ ପ୍ରତୀକ୍ଷାର ଅନ୍ତ ଘଟି ଅଯୋଧ୍ୟାରେ ପ୍ରଭୁ ଶ୍ରୀରାମଙ୍କ ପ୍ରାଣ ପ୍ରତିଷ୍ଠା ହୋଇସାରିଥିବାବେଳେ, ପ୍ରଭୁ ଶ୍ରୀରାମ ଅଯୋଧ୍ୟା ମନ୍ଦିରରେ…
ଆପଣ ପ୍ରତ୍ୟେକ ଦିନ ଅନେକ ରିଲ୍ସ ନିଶ୍ଚିତ ଦେଖୁଥିବେ । ଲୋକମାନେ ରିଲ୍ସ କରିବା ପାଇଁ ନିଜ ଜୀବନକୁ ବାଜି…
ପିପିଲି : ପାଣିରେ ଭାସୁଛନ୍ତି କୁଢ଼ କୁଢ଼ ମାଛ । ରାଜୁଆ ନଦୀରେ ମରି ପଡିଛନ୍ତି ମଲା ମାଛ ।…
ବିବାହ ସମାରୋହରେ ହେଲା ମହାଭାରତ । ବର ବାହା ହେବ କଣ ଗଣ୍ଡଗୋଳରେ ମାତିଗଲା । ଯିଏ ଯାହାକୁ ପାରିଲା…
ବାଲେଶ୍ୱର : ବାଲେଶ୍ଵରରେ ସ୍ଵାଭାବିକ ହେଉଛି ସ୍ଥିତି । ଆଜିଠୁ ଆହୁରି କୋହଳ ହୋଇଛି କଟକଣା । ଟାଉନ୍ ଥାନା…