Categories: ରାଜ୍ୟ

ପ୍ରବଳ ବର୍ଷା ଯୋଗୁ ରେଳ ଧାରଣା ଉପରେ ଖସିଲା ପଥର : କୋରାପୁଟ-ରାୟଗଡ଼ା ରେଳ ଲାଇନରେ ଟ୍ରେନ୍‌ ଚଳାଚଳ ବନ୍ଦ

ପ୍ରବଳ ବର୍ଷା ଯୋଗୁ ରେଳ ଧାରଣା ଉପରେ ଖସିଲା ପଥର। କାକେରିଗୁମ୍ମାା-ଲକ୍ଷ୍ମୀପୁର ରେଳ ଧାରଣାରେ ପଥର ପଡ଼ିଯିବାରୁ କୋରାପୁଟ-ରାୟଗଡ଼ା ରେଳ ଲାଇନରେ ଟ୍ରେନ୍‌ ଚଳାଚଳ ବନ୍ଦ ରହିଛି । ଫଳରେ ବିଭିନ୍ନ ଷ୍ଟେସନରେ ଅଟକି ରହିଛି ଟ୍ରେନ୍‌ । କାକେରିଗୁମ୍ମାରେ ସମଲେଶ୍ୱରୀ ଏକ୍‌ସପ୍ରେସ୍‌ ଅଟକିଛି । ଲକ୍ଷ୍ମୀପୁରରେ ରାଉରକେଲା ଇଣ୍ଟରସିଟି ଏକ୍ସପ୍ରେସ୍‌ ଓ ହୀରାଖଣ୍ଡ ଏକ୍ସପ୍ରେସ୍‌ ମଧ୍ୟ ଅଟକି ରହିଛି । ପ୍ରବଳ ବର୍ଷାରେ ରେଳ ଚଳାଚଳ ବାଧାପ୍ରାପ୍ତ ଯୋଗୁ ଯାତ୍ରୀମାନେ ହନ୍ତସନ୍ତ ହୋଇଛନ୍ତି ।

KNews Bureau

Recent Posts

ଆସିଲା ହାତୀ ଗଣନା ରିପୋର୍ଟ, ରାଜ୍ୟରେ ମୋଟ ୨୦୯୮ ହାତୀ

ଭୁବନେଶ୍ୱର(କେନ୍ୟୁଜ୍‌): ଆସିଲା ରାଜ୍ୟର ନିଜସ୍ଵ ହାତୀ ଗଣନା ରିପୋର୍ଟ । ୭ ବର୍ଷରେ ରାଜ୍ୟରେ ହାତୀ ସଂଖ୍ୟା ବଢ଼ିଛି ମାତ୍ର…

1 hour ago

ନବୀନ ନିବାସରେ ବିଜେଡିର ବୈଠକ

ଭୁବନେଶ୍ୱର(କେନ୍ୟୁଜ୍‌): ନବୀନ ନିବାସରେ ବିଜେଡିର ବୈଠକ । ନବ ନିର୍ବାଚିତ ବିଜେଡି ବିଧାୟକଙ୍କ ନବୀନ ନିବାସରେ ଭିଡ଼ । ନବୀନ…

2 hours ago

ଏନଡିଏର ପୂର୍ଣ୍ଣ ସମର୍ଥନ, ପ୍ରଧାନମନ୍ତ୍ରୀ ହେବେ ନରେନ୍ଦ୍ର ମୋଦି

ନୂଆଦିଲ୍ଲୀ : ନରେନ୍ଦ୍ର ମୋଦି ଆଗାମୀ ପ୍ରଧାନମନ୍ତ୍ରୀ । ଏନଡିଏ ବୈଠକରେ ପ୍ରଧାନମନ୍ତ୍ରୀ ଭାବେ ମୋଦିଙ୍କ ନାମରେ ମୋହର ବାଜିଛି…

2 hours ago

ଓଡ଼ିଶାବାସୀଙ୍କୁ କୃତଜ୍ଞତା ଜଣାଇଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ୱର(କେନ୍ୟୁଜ୍‌): ରାଜ୍ୟରେ ସବୁଠୁ ଦୀର୍ଘ ସମୟ ଧରି ଶାସନ କ୍ଷମତାରେ ରହିଲେ। ୨୪ ବର୍ଷ ୩ ମାସର ଲମ୍ବା ଶାସନ…

2 hours ago

ମଝି ରାସ୍ତାରେ ଯୁବକଙ୍କ ହରକତ୍‌ ଦେଖି ରାଗିକି ପାଚିଗଲା ହାତୀ, ତାପରେ କଣ କଲା ଦେଖନ୍ତୁ

ସୋସିଆଲ ମିଡିଆରେ ଏବେ ଭାଇରାଲ ହେଉଛି ଏକ ଛାତି ଥରା ଦୃଶ୍ୟ । ଯାହାକୁ ଯିଏ ଦେଖୁଛି ସେ ଡରିଯାଉଛି…

2 hours ago

ଗୋଟେ କି ଦୁଇଟି ଗାଡି ନୁହେଁ ଏକାଥରେ ୭ଟି ଗାଡି ଦେଇଛନ୍ତି ପରସ୍ପରକୁ ଧକ୍କା

କେନ୍ଦୁଝର (କେନ୍ୟୁଜ) : ରାସ୍ତା ଉପରେ ଏ ଚିତ୍ରକୁ ଯିଏ ଦେଖୁଥିଲା ଲୋମ ଟାଙ୍କୁରୀ ଯାଉଥିଲା ଭୟରେ । କେହି…

2 hours ago