କୋରାପୁଟ : କୋରାପୁଟ ଟାଉନ ଥାନା ସିଲ୍ । ଥାନାରୁ ୪ ପୋଲିସ କର୍ମଚାରୀ ଓ ଫାଣ୍ଡିରୁ ୨ କର୍ମଚାରୀ ପଜିଟିଭ୍ ଚିହ୍ନଟ ପରେ ସିଲ୍ କରାଯାଇଛି । ସମସ୍ତ କାର୍ଯ୍ୟ ସଦର ଥାନାରେ ଚାଲିବ ।
ସୁରକ୍ଷା ଓ ସତର୍କତା ଦୃଷ୍ଟିରୁ ପୋଲିସ ପକ୍ଷରୁ ଏଭଳି ପଦକ୍ଷେପ ନିଆଯାଇଛି । ସମସ୍ତଙ୍କୁ କୋଭିଡ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି । ପଜିଟିଭ୍ ଚିହ୍ନଟ ଅଞ୍ଚଳରେ ଚାଲିଛି ବିଶୋଧନୀକରଣ । ସେପଟେ ଜିଲ୍ଲାରେ ପଜିଟିଭ ସଂଖ୍ୟା ବଢୁଥିବାରୁ କଟକଣା କଡାକଡି କରିଛି ପୋଲିସ ।
ଭୁବନେଶ୍ୱର(କେନ୍ୟୁଜ୍): ସୁରମା ପାଢୀ ହୋଇପାରନ୍ତି ନୂଆ ବାଚସ୍ପତି । ବିଧାନସଭା ବାଚସ୍ପତି ଭାବେ ରଣପୁରର ବିଧାୟିକାଙ୍କ ନାଁକୁ ନେଇ ଚର୍ଚ୍ଚା…
ଭୁବନେଶ୍ୱର(କେନ୍ୟୁଜ୍): ନୂଆ ମୁଖ୍ୟମନ୍ତ୍ରୀ, ନୂଆ କ୍ୟାବିନେଟ। ଶପଥ ଗ୍ରହଣ କରିଛନ୍ତି ମୋହନ ମାଝୀଙ୍କ ଟିମ୍। ଦୁଇ ଉପମୁଖ୍ୟମନ୍ତ୍ରୀ। ୮ କ୍ୟାବିନେଟ…
ଭୁବନେଶ୍ୱର(କେନ୍ୟୁଜ୍): ମୁହଁରେ ସେହି ସବୁବେଳର ଭାବ । ବିଜେପି ସରକାରଙ୍କ ଶପଥ ଗ୍ରହଣ ମଞ୍ଚରେ ସେମିତି ଅବିଚଳିତ ଥିଲେ ନବୀନ…
ଚନ୍ଦନ କାଠର ଉପକାରିତା ବିଷୟରେ ଆପଣ ସମସ୍ତେ ଜାଣିଥିବେ । ଏହା ସମସ୍ତ କାମ ପାଇଁ ବେଶ୍ ଲାଭଦାୟକ ହୋଇଥାଏ…
ବିହାରର ଗୋପାଳଗଞ୍ଜରେ ଓଟ ଚୋରା ଚାଲାଣ କରୁଥିବା ଏକ ବଡ଼ ର୍ୟାକେଟ୍ ଧରାପଡ଼ିଛି । ପୋଲିସ ଏଠାରେ ଚଢ଼ାଉ କରି…
ସୁବର୍ଣ୍ଣପୁର (କେନ୍ୟୁଜ) : ବଦଳିଛି ଯୁଗ ଆଉ ବଦଳିଛି ସମୟ । ହେଲେ ସ୍ୱାଧିନତାର ଏତେ ବର୍ଷ ପରେ ବି…