ରାଜ୍ୟ

ସାମାଜିକ ଦୂରତାକୁ ଫୁ, କୋଭିଡ ନିୟମର ଖୋଲାଖୋଲି ଉଲ୍ଲଙ୍ଘନ କରି ଜଙ୍ଗଲରେ ଜନ୍ମଦିନ ପାଳିଲେ କୁଚିଣ୍ଡା ବିଧାୟକ

କେନ୍ୟୁଜ: ଜଙ୍ଗଲରେ ବିଧାୟକଙ୍କ ଜନ୍ମଦିନ ପାଳନ। ଜଙ୍ଗଲରେ ନିଜର ଜନ୍ମଦିନ ପାଳିଛନ୍ତି କୁଚିଣ୍ଡା ବିଧାୟକ କିଶୋର ଚନ୍ଦ୍ର ନାଏକ। ଆଉ ଜନ୍ମଦିନ ପାଳନରେ କୋଭିଡ ନିୟମର ଖୋଲାଖୋଲି ଉଲ୍ଲଙ୍ଘନ ନେଇ ଅଭିଯୋଗ ଆସିଛି । ସାମାଜିକ ଦୂରତାକୁ ଫୁ କରି ମାସ୍କ ନପିନ୍ଧି କେକ କାଟି ଏବେ ଚର୍ଚ୍ଚାକୁ ଆସିଛନ୍ତି ବିଧାୟକ କିଶୋର ନାଏକ। ଏହି ଭିଡିଓ ଏବେ ଭାଇରାଲ ହେବା ପରେ ଅଡୁଆରେ ପଡ଼ିଛନ୍ତି ବିଧାୟକ ।

KNews Bureau

Recent Posts

ଡାକ୍ତରଖାନାରେ ଶିଶୁକୁ ଚୋରି କରି ନେବା ବେଳେ ଧରିଲେ ଡାକ୍ତରଖାନାର ସୁରକ୍ଷାକର୍ମୀ

ସୁବର୍ଣ୍ଣପୁର(କେନ୍ୟୁଜ୍‌) : ପୁଣି ସାମ୍ନାକୁ ଆସିଲା ପିଲାଚୋରି ଅଭିଯୋଗ । ପୂର୍ବରୁ ଏପରି ଘଟଣା ଅନେକ ଥର ଆମ ସାମ୍ନାକୁ…

33 mins ago

ଓଡିଆ ପଣ୍ଡିତଙ୍କୁ ଗଙ୍ଗା ଘାଟ ଛାଡିବାକୁ ବାଧ୍ୟ କରାଯାଉଛି, ଚିନ୍ତାରେ ବର୍ଷ ବର୍ଷ ଧରି ରହିଆସୁଥିବା ଓଡିଆ ବ୍ରାହ୍ମଣ

କୋଲକାତା (କେନ୍ୟୁଜ) : ପୁଣ୍ୟତୋୟା ଗଙ୍ଗା ଘାଟଗୁଡ଼ିକ ଧର୍ମ ସଂସ୍କୃତି ଓ ଆସ୍ଥାର ପ୍ରମୁଖ ସ୍ଥଳୀ ଭାବରେ ପରିଚିତି ଲାଭ…

2 hours ago

ଘରେ କଳାକନା ବୁଲାଇ ୨୫ ଲକ୍ଷ ଟଙ୍କାର ସୁନା ଅଳଙ୍କାର ଓ ଆସବାବ ପତ୍ର ନେଇଗଲେ ଚୋର

ତାଳଚେର (କେନ୍ୟୁଜ) : ଯଦି ଆପଣ କେବେ ନିଜ ଘର ତାଲା ପକାଇ ବନ୍ଧୁ ଘର କିମ୍ବା ସମ୍ପର୍କୀୟଙ୍କ ଘରକୁ…

2 hours ago

କଳିଙ୍ଗ ଷ୍ଟାଡିୟମ କ୍ରୀଡ଼ା ଭିତ୍ତିଭୂମିର ସମୀକ୍ଷା କଲେ କ୍ରୀଡ଼ାମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ

ଭୁବନେଶ୍ୱର(କେନ୍ୟୁଜ୍‌): କ୍ରୀଡ଼ା ଓ ଯୁବସେବା ମାନ୍ୟବର ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୁରଜ ଆଜି କଳିଙ୍ଗ ଷ୍ଟାଡିୟମ ଗସ୍ତ କରି ରାଜ୍ୟର…

2 hours ago

ଭୋଜି ଖାଇ ଫେରୁଥିଲେ ହେଲେ ଏକାସାଥିରେ ଆରପାରିକୁ ଚାଲିଗଲେ ଚାରି ସାଙ୍ଗ

ନୂଆପଡା (କେନ୍ୟୁଜ) : ଭୋଜି ଖାଇ ସାଙ୍ଗ ହୋଇ ଫେରୁଥିଲେ ଏହି ୪ ଜଣ ସାଙ୍ଗ । ଏମାନେ ୪…

2 hours ago

ଆଜି ସାରା ବିଶ୍ୱ ପାଳିଲା ‘ଆର୍ଟ ଅଫ୍ ଗିଭିଂ’ ଦିବସ

ଭୁବନେଶ୍ୱର(କେନ୍ୟୁଜ୍‌): ଜୁନ୍ ୧୭ ତାରିଖରେ ଭାରତ ସମେତ ବିଶ୍ୱର ୨୦୦ଟି ଦେଶର ୨୫ହଜାର ସ୍ଥାନରେ ୧୧ଶ ଅନ୍ତର୍ଜାତୀୟ ‘ଆର୍ଟ ଅଫ୍…

2 hours ago