Below header

ବିଜେଡିରୁ ଇସ୍ତଫା ଦେଲେ କୁସୁମ ଟେଟେ

ଭୁବନେଶ୍ବର(କେନ୍ୟୁଜ୍) : ବିଜେଡିରୁ ଇସ୍ତଫା ଦେଲେ କୁସୁମ ଟେଟେ। ସୁନ୍ଦରଗଡ଼ ବିଜେଡି ନେତ୍ରୀ କୁସୁମ ଟେଟେ ଆଜି ଦଳରୁ ଇସ୍ତଫା ଦେଇଛନ୍ତି। ପୂର୍ବରୁ ସୁନ୍ଦରଗଡ଼ ଉନ୍ନୟନ ପରିଷଦର ଅଧ୍ୟକ୍ଷା ପଦରୁ ଇସ୍ତଫା ଦେଇଥିଲେ କୁସୁମ। ବ୍ୟକ୍ତିଗତ କାରଣରୁ ଇସ୍ତଫା ଦେଇଥିବା ସେ ତାଙ୍କ ଇସ୍ତଫା ପତ୍ରରେ ଦର୍ଶାଇଥିଲେ। କଳାହାଣ୍ଡି ସାଧାରଣ ସଂପାଦକ ପ୍ରମୋଦ ପଟ୍ଟନାୟକ ମଧ୍ୟ ବିଜେଡିରୁ ଇସ୍ତଫା ଦେଇଛନ୍ତି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.