ବିକାଶର ନୂଆ ଫର୍ଦ୍ଦରେ ଯୋଡ଼ିହେଲା ରାୟଗଡା, ଗଡିଲା ଲକ୍ଷ୍ମୀ ବସ୍

ବିକାଶର ନୂଆ ଫର୍ଦ୍ଦରେ ଯୋଡ଼ିହେଲା ରାୟଗଡା । ରାୟଗଡା ଜିଲ୍ଲାରେ ଗଡିଲା ଲକ୍ଷ୍ମୀ ବସ୍। ଜିଲ୍ଲାର ୧୮୨ଟି ପଞ୍ଚାୟତର ୩୯ଟି ରୁଟରେ ୫୨ଟି ଲକ୍ଷ୍ମୀବସ୍ ଚଳାଚଳ କରିବ । କମ୍ ଦାମରେ ଘରୁ ବାହାରି ଲୋକେ ଏଣିକି ନିଜର ଗନ୍ତବ୍ୟସ୍ଥଳକୁ ସହଜରେ ପହଞ୍ଚି ପାରିବେ ।

ରାୟଗଡା (କେନ୍ୟୁଜ): ବିକାଶର ନୂଆ ଫର୍ଦ୍ଦରେ ଯୋଡ଼ିହେଲା ରାୟଗଡା । ରାୟଗଡା ଜିଲ୍ଲାରେ ଗଡିଲା ଲକ୍ଷ୍ମୀ ବସ୍। ରାୟଗଡ଼ା ଜିଲ୍ଲାର ଦୁର୍ଗମ ଚନ୍ଦ୍ରପୁର, କାଶୀପୁର, କଲ୍ୟାଣସିଂପୁର,ଗୁଡାରୀ ଅଞ୍ଚଳରେ ଗମନାଗମନର ସୁବିଧା ଥିଲେ ମଧ୍ୟ ସହଜ ଯାତ୍ରା ହୋଇପାରୁ ନଥିଲା । ଅନେକ ସମୟରେ ଲୋକେ ଟ୍ରାକ୍ଟର, କମାଣ୍ଡର ଉପରେ ବସି ଯିବା ବେଳେ ଦୁର୍ଘଟଣାର ସମ୍ମୁଖୀନ ହେଉଥିଲେ । ଏଣିକି ଏହି ସମସ୍ୟା ଆଉ ରହିବ ନାହିଁ । ଜିଲ୍ଲାର ୧୮୨ଟି ପଞ୍ଚାୟତର ୩୯ଟି ରୁଟରେ ୫୨ଟି ଲକ୍ଷ୍ମୀବସ୍ ଚଳାଚଳ କରିବ । କମ୍ ଦାମରେ ଘରୁ ବାହାରି ଲୋକେ ଏଣିକି ନିଜର ଗନ୍ତବ୍ୟସ୍ଥଳକୁ ସହଜରେ ପହଞ୍ଚି ପାରିବେ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.