Below header

ଶ୍ରୀମନ୍ଦିର ଭିତରେ ମହିଳା ଶ୍ରଦ୍ଧାଳୁଙ୍କୁ ପୋଲିସର ମାଡ଼ ଅଭିଯୋଗ

ପୁରୀ (କେନ୍ୟୁଜ୍) : ଆଜି ମହାପ୍ରଭୁଙ୍କ ନବଯୌବନ ଦର୍ଶନ ବେଳେ ଶ୍ରୀମନ୍ଦିର ଭିତରେ ମହିଳା ଶ୍ରଦ୍ଧାଳୁଙ୍କୁ ପୋଲିସର ମାଡ଼ ଅଭିଯୋଗ । ମହିଳା ଭକ୍ତଙ୍କୁ ଜଣେ ପୋଲିସ ଅଧିକାରୀ ଦୁର୍ବ୍ୟବହାର କରିବା ସହ ମାଡ଼ ମାରିଥିବା ଅଭିଯୋଗ ହୋଇଛି । ମାଡ଼ରେ ମହିଳା ଭକ୍ତଙ୍କ ଆଖି ପାଖରେ ଆଘାତ ଲାଗିଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.