ଭୁବନେଶ୍ବର(କେନ୍ୟୁଜ୍): ଭୁବନେଶ୍ବରରେ ପୁଣି ଭଡ଼ା ଘରୁ ଯୁବତୀଙ୍କ ଝୁଲନ୍ତା ମୃତ ଦେହ ଉଦ୍ଧାର। ଘଟଣା ଘଟିଛି ଚନ୍ଦ୍ରଶେଖରପୁର ଥାନା ଶୈଳଶ୍ରୀବିହାର ଅଞ୍ଚଳରେ। ଯୁବତୀ ଜଣକ ସଫ୍ଟୱେର ଇଞ୍ଜିନିୟର ବୋଲି ସୂଚନା ମଳିଛି। ତାଙ୍କ ନାମ ଶ୍ଵେତା ଉତ୍କଳ କୁମାରୀ ଓ ଘର ଭଦ୍ରକ ଅଞ୍ଚଳରେ । ଏକ ଭଡା ଘରୁ ଶ୍ଵେତା ଉତ୍କଳ କୁମାରୀଙ୍କ ମୃତ ଦେହ ଉଦ୍ଧାର କରିଛି ପୋଲିସ।
ମୃତ୍ୟୁର କାରଣ ଏଯାବତ ସ୍ପଷ୍ଟ ହୋଇନାହିଁ । ମୃତ ଦେହ କୁ ଶବ ବ୍ୟବଛେଦ ପାଇଁ କ୍ୟାପିଟାଲ ହସ୍ପିଟାଲ ପଠାଇବା ସହ ପରିବାର ଲୋକଙ୍କୁ ଏନେଇ ସୂଚନା ଦେଇଛି ପୋଲିସ।
କୋରାପୁଟ (କେନ୍ୟୁଜ); କୋରାପୁଟ ଜିଲ୍ଲା ବନ୍ଧୁଗାଁରେ ମାଓ ପୋଷ୍ଟର । ନିର୍ବାଚନ ପରେ ନିଜର ସ୍ଥିତି ଜାହିର ପାଇଁ ଲଗାଇଲେ…
ସମ୍ବଲପୁର(କେନ୍ୟୁଜ): ଏକ ଦଶନ୍ଧି ପରେ ସମ୍ବଲପୁର ମହାନଗର ଅଞ୍ଚଳରେ ପୁଣି ଫେରିଛି ଜଣ୍ଡିସ୍ । ଏହାକୁ ନେଇ ମହାନଗରବାସୀ ଚିନ୍ତାରେ…
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅର୍ନ୍ତରାଷ୍ଟ୍ରୀୟ ଯୋଗ ଦିବସରେ ଜମ୍ମୁ କାଶ୍ମୀର ଶ୍ରୀନଗର ସ୍ଥିତ ଶେର-ଏ-କଶ୍ମୀର ଅର୍ନ୍ତରାଷ୍ଟ୍ରୀୟ ସମ୍ମେଳନ କେନ୍ଦ୍ର (SKICC)…
କଣ୍ଟାବାଞ୍ଜି (କେନ୍ୟୁଜ); ପାରିବାରିକ କଳହକୁ ନେଇ ହତ୍ୟାକାଣ୍ଡ। ସିନ୍ଧେକେଲା ଥାନା ସାଲେବରଟ ଗାଁରେ ଏହି ହତ୍ୟାକାଣ୍ଡ ଘଟିଛି । ମୃତ…
ଭୁବନେଶ୍ୱର (କେନ୍ୟୁଜ) : ରାଜଧାନୀରେ ବୀଭତ୍ସ ହତ୍ୟାକାଣ୍ଡ । ଘର ମାଲିକଙ୍କୁ ହତ୍ୟା କଲା ଭଡ଼ାଟିଆ । ଭୁବନେଶ୍ବର ତମାଣ୍ଡୋରେ…
ଭୁବନେଶ୍ୱର (କେନ୍ୟୁଜ): ଆଜି କିଟ୍ ପକ୍ଷରୁ ପାଳିତ ହୋଇଛି ଅନ୍ତର୍ଜାତୀୟ ଯୋଗ ଦିବସ । କିଟ୍ ଇଣ୍ଡୋର ଷ୍ଟାଡିୟମରେ କିଟ୍…