ରାଜ୍ୟ

ଆରଡି ପୀଠରେ ସରିଲା ଲଗ୍ନ, ଜୁନ ୧୧ରେ ଅନୁଷ୍ଠିତ ହେବ ଦେବ ଦମ୍ପତିଙ୍କ ବିବାହ

ଚାନ୍ଦବାଲି : ଆରଡି ପୀଠରେ ସରିଲା ଲଗ୍ନ । ଜୁନ ୧୧ରେ ଅନୁଷ୍ଠିତ ହେବ ଦେବ ଦମ୍ପତିଙ୍କ ବିବାହ ।  ଆସନ୍ତା ୧୧ ତାରିଖରେ ଭଦ୍ରକ ଜିଲ୍ଲା ଆରଡିର ବାବା ଆଖଣ୍ଡଳମଣୀ ପୀଠରେ ଅନୁଷ୍ଠିତ ହେବ ଦେବ ଦମ୍ପତି ବିବାହ ଉତ୍ସବ । ଦେବ ଦେବ ମହାଦେବ ସାଜିବେ ବର ଓ ମାତା ପାର୍ବତୀ ସାଜିବେ କନ୍ୟା ।

ତେଣୁ ବିବାହ ପୂର୍ବରୁ ସରିଛି ଲଗ୍ନ ଧରା କାର୍ଯ୍ୟ । ଘଂଟ କୀର୍ତ୍ତନ, ଯୋଡି ମହୁରୀ ବାଦ୍ୟରେ ବର ପିତା କେଦାରନାଥ ପାଢୀଙ୍କ ଘରୁ ଲଗ୍ନଥାଳି ଯାଇଥିଲା କନ୍ୟା ପିତା ଗଦାଧର ପାଢୀଙ୍କ ଘରକୁ । କନ୍ୟା ପିତାଙ୍କ ଘରେ ସମସ୍ତ ବୈଦିକ ରିତିନୀତି ଅନୁସାରେ ଲଗ୍ନକାର୍ଯ୍ୟ ସମ୍ପନ୍ନ ହୋଇଥିଲା । ବ୍ରାହ୍ମଣ, ଜ୍ୟୋତିଷଙ୍କ ଦ୍ଵାରା ଦେବ ଦମ୍ପତିଙ୍କ ବିବାହ ପାଇଁ ଦିନ ଧାର୍ଯ୍ୟ କରାଯାଇଥିଲା । ଲଗ୍ନଧରା କାର୍ଯ୍ୟରେ ସେବାୟତମାନେ ଉପସ୍ଥିତ ରହିଥିଲେ ।

Niharanjan

Recent Posts

ରାଉରକେଲା ଲୋକୋ ପାଇଲଟଙ୍କୁ ଅପହରଣ ଘଟଣା, ୩ ଅଭିଯୁକ୍ତ ଗିରଫ

ରାଉରକେଲା : ରାଉରକେଲା ଲୋକୋ ପାଇଲଟଙ୍କୁ ଅପହରଣ ଘଟଣା । ୩ ଅଭିଯୁକ୍ତ ଗିରଫ । ଭୁବନେଶ୍ଵରରୁ ଗିରଫ କଲା…

8 mins ago

ହଜାର ହଜାର ପ୍ରଦର୍ଶନକାରୀ କେନିଆ ସଂସଦରେ ଲଗାଇଦେଲେ ନିଆଁ, ଭାରତ ନିଜ ନାଗରିକଙ୍କ ପାଇଁ ଜାରି କଲା ଆଡ୍‌ଭାଇଜରୀ

ସରକାରଙ୍କ ପ୍ରସ୍ତାବିତ ଟିକସ ବୃଦ୍ଧି ପ୍ରତିବାଦରେ କେନିଆରେ ହିଂସାତ୍ମକ ବିରୋଧ ପ୍ରଦର୍ଶନ ହେଉଛି । ଏହି ହିଂସାରେ ନାଇରୋବିରେ ୫…

11 mins ago

କଟକରେ ଯାନବାହନ ସୁରକ୍ଷିତ ଚଳାଚଳ ଓ ପାର୍କିଂ ପାଇଁ କିଛି ରାସ୍ତାକୁ NO PARKING ZONE ଘୋଷଣା

କଟକ: କଟକ ସହରରେ ଦୂର ହେବ ଟ୍ରାଫିକ ସମସ୍ୟା । ସହର ମଧ୍ୟରେ ଯାନବାହନର ସୁରକ୍ଷିତ ଚଳାଚଳ ଓ ପାର୍କିଂ…

18 mins ago

ଚାନ୍ଦବାଲି ପୋଲିସର ବର୍ବରତା: ଥାନା ଆଗରେ ମହିଳାଙ୍କୁ ନିର୍ଧୁମ ମାଡ଼

ଚାନ୍ଦବାଲି: ବର୍ବରତାର ସୀମା ଟପିଛି ଭଦ୍ରକ ଜିଲ୍ଲା ଚାନ୍ଦବାଲି ପୋଲିସ୍ । ଯାହାର ଭିଜୁଆଲ୍ କ୍ୟାମେରାରେ କଏଦ ହୋଇଥିଲେ ସୁଦ୍ଧା…

43 mins ago

ଜାଣନ୍ତୁ ଆଜିର ପେଟ୍ରୋଲ ଓ ଡିଜେଲ ଦର

ଭୁବନେଶ୍ୱରରେ ଆଜି ପେଟ୍ରୋଲ ଦର ୧୦୧ ଟଙ୍କା ୦୫ ପଇସା ରହିଥିବା ବେଳେ ଡିଜେଲ ଦାମ୍ ପ୍ରତି ଲିଟର ପିଛା…

53 mins ago

ଆସନ୍ତାକାଲି ଭାରତ-ଇଂଲଣ୍ଡ ଟି୨୦ ବିଶ୍ୱକପ୍ ସେମିଫାଇନାଲ ଲଢ଼େଇ

କାଲି ଭାରତ-ଇଂଲଣ୍ଡ ଟି୨୦ ବିଶ୍ୱକପ୍ ସେମିଫାଇନାଲ ଲଢ଼େଇ । ୨୦୨୨ ପରାଜୟର ବଦଲା ନେବାକୁ ପ୍ରସ୍ତୁତ ରୋହିତ ବାହିନୀ ।…

1 hour ago