Below header

ଉମରକୋଟ: ସଟର ତାଡ଼ି ଲକ୍ଷାଧିକ ଟଙ୍କାର ମୋବାଇଲ ଲୁଟିନେଲେ ଦୁର୍ବୃତ୍ତ

ଉମରକୋଟ: ସଟର ତାଡ଼ି ଲକ୍ଷାଧିକ ଟଙ୍କାର ମୋବାଇଲ ଚୋରି । ନବରଙ୍ଗପୁର ଜିଲ୍ଲା ଚନ୍ଦାହାଣ୍ଡି ସଦର ମହକୁମାରେ ଘଟିଛି ଏହି ଅଘଟଣ ।  ସଦର ମହକୁମାରେ ଥିବା ସାହିଲ୍‌ ମୋବାଇଲ ଦୋକାନରୁ ବିଳମ୍ବତ ରାତିରେ କଳାକନା ବୁଲାଇଛନ୍ତି ଦୁର୍ବୃତ୍ତ ।

ଦୋକାନର ସଟର ତାଡ଼ି ପାଖାପାଖି ୩୦ରୁ ଅଧିକ ମୋବାଇଲ ଓ କିଛି ସ୍ପିକର ଚୋରୀ କରି ନେଇଛନ୍ତି ଦୁର୍ବୃତ୍ତ । ତେବେ ସୂଚନା ପାଇ ଘଟଣାସ୍ଥଳରେ ପୋଲିସ ପହଞ୍ଚି ଦୋକାନର ସିସିଟିଭି ଫୁଟେଜ୍‌ ଜବତ କରିବା ସହ ତଦନ୍ତ ଆରମ୍ଭ କରିଛି  ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.