ଉମରକୋଟ: ସଟର ତାଡ଼ି ଲକ୍ଷାଧିକ ଟଙ୍କାର ମୋବାଇଲ ଚୋରି । ନବରଙ୍ଗପୁର ଜିଲ୍ଲା ଚନ୍ଦାହାଣ୍ଡି ସଦର ମହକୁମାରେ ଘଟିଛି ଏହି ଅଘଟଣ । ସଦର ମହକୁମାରେ ଥିବା ସାହିଲ୍ ମୋବାଇଲ ଦୋକାନରୁ ବିଳମ୍ବତ ରାତିରେ କଳାକନା ବୁଲାଇଛନ୍ତି ଦୁର୍ବୃତ୍ତ ।
ଦୋକାନର ସଟର ତାଡ଼ି ପାଖାପାଖି ୩୦ରୁ ଅଧିକ ମୋବାଇଲ ଓ କିଛି ସ୍ପିକର ଚୋରୀ କରି ନେଇଛନ୍ତି ଦୁର୍ବୃତ୍ତ । ତେବେ ସୂଚନା ପାଇ ଘଟଣାସ୍ଥଳରେ ପୋଲିସ ପହଞ୍ଚି ଦୋକାନର ସିସିଟିଭି ଫୁଟେଜ୍ ଜବତ କରିବା ସହ ତଦନ୍ତ ଆରମ୍ଭ କରିଛି ।
ସମଗ୍ର ଦେଶରେ ଲୋକମାନେ ଦାବି କରୁଛନ୍ତି ଯେ ସେମାନଙ୍କର ଜିଓ ସେବା କାମ କରୁନାହିଁ । ସେମାନେ କହୁଛନ୍ତି ଯେ,…
କାକଟପୁର (କେନ୍ୟୁଜ): ପାଗଳ ବିଲୁଆ ଆତଙ୍କରେ ଥରହର ହେଉଛନ୍ତି ଗାଁ ଲୋକେ । ଅସ୍ତରଙ୍ଗ ନିକଟ ବେଗୁନିଆବସ୍ତ ଗାଁରେ ଏକ…
ଯାଜପୁର (କେନ୍ୟୁଜ) : ଚାଲିଛି ସଂଘର୍ଷପୂର୍ଣ୍ଣ ଲଢେଇ । କର ବା ମର ପରିସ୍ଥିତି । ଏପଟେ ଗ୍ୟାଲେରୀରେ ଦର୍ଶକଙ୍କ…
ଭୁବନେଶ୍ୱର : ପ୍ରଚଣ୍ଡ ଗୁଳୁଗୁଳି ପରେ ବଦଳିଲା ପାଗ । ରାଜଧାନୀରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା । ଅସହ୍ୟ…
ବାବାଙ୍କ ଭକ୍ତିରେ ଲୀନ ଶ୍ରଦ୍ଧାଳୁ । ସମସ୍ତଙ୍କ ମୁହଁରେ ଗୋଟାଏ ଶଦ୍ଦ ବାବା.. ଭୋଲେନାଥ.. । ଦେବ ଦେବ ମହାଦେବଙ୍କୁ…
ଇରାନ୍ର ଉତ୍ତର ଭାଗରେ ଥିବା ଏକ ହସ୍ପିଟାଲରେ ଭୟାବହ ଅଗ୍ନିକାଣ୍ଡ ଘଟିଛି । ଏଥିରେ ୯ ଜଣ ରୋଗୀଙ୍କର ମୃତ୍ୟୁ…