ଘଟଗାଁ(କେନ୍ଯୁଜ୍): କେନ୍ଦୁଝର ପାଟଣା ବଜାରର ଏକ ମୋବାଇଲ ଦୋକାନରୁ ଲକ୍ଷାଧିକ ଟଙ୍କାର ମୋବାଇଲ ଚୋରି ହୋଇଛି। ଗତକାଲି ବିଳମ୍ବିତ ରାତିରେ ମୋବାଇଲ ଦୋକାନର କାନ୍ଥ ଭାଙ୍ଗି ବହୁ ଦାମୀ ମୋବାଇଲ ଚୋରି କରିନେଇଯାଇଛନ୍ତି ଦୁର୍ବୃତ୍ତ ।
ତେବେ ଆଜି ସକାଳେ ଦୋକାନ ମାଲିକ ଦୋକାନ ଖୋଲିବା ବେଳେ ଦୋକାନର କାନ୍ଥ ଭଙ୍ଗାଯାଇ ଦୋକାନରୁ ମୋବାଇଲ ଚୋରି ହୋଇଥିବା ଦେଖିବାକୁ ପାଇଥିଲେ। ତେବେ ଚୋରି ଘଟଣା ନେଇ ଦୋକାନ ମାଲିକ ଥାନାରେ ଅଭିଯୋଗ କରିବା ପରେ ପୋଲିସ ଘଟଣା ର ତଦନ୍ତ ଆରମ୍ଭ କରିଛି।
ମେଷ: ଆଜିର ଦିନ ଭଲରେ କଟିବ । ଉତ୍ତମ ସ୍ୱାସ୍ଥ୍ୟ ପାଇଁ ବ୍ୟାୟାମ ଜାରି ରଖନ୍ତୁ । କୌଣସି ନୂଆ…
ଭୁବନେଶ୍ୱର : ଭାରତୀୟ ହକି ଟିମର ପ୍ରାୟୋଜକ ଆଉ ୩ ବର୍ଷ ବୃଦ୍ଧି କରାଯିବ। ହକି ଇଣ୍ଡିଆ ସହ ଆଲୋଚନା…
ବାଲେଶ୍ଵର : ବାଲେଶ୍ଵର ଜିଲ୍ଲାପାଳଙ୍କ ସାମ୍ବାଦିକ ସମ୍ମିଳନୀ । ବାଲେଶ୍ବର ସହରରେ କର୍ଫ୍ୟୁ ପରିସ୍ଥିତି ଉପରେ ସାମ୍ବାଦିକ ସମ୍ମିଳନୀ ।…
ଭୁବନେଶ୍ୱର : ପିସିସି ସଭାପତିଙ୍କୁ କାଳିମାଡ଼ । କଂଗ୍ରେସ ଭବନରେ ପିସିସି ସଭାପତି ଶରତ ପଟ୍ଟନାୟକଙ୍କୁ କାଳିମାଡ଼। ଆଜି କଂଗ୍ରେସ…
ଲମତାପୁଟ : ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଜଣେ ବ୍ୟକ୍ତିଙ୍କ ମୃତ୍ଯୁ । ମୃତ ବ୍ୟକ୍ତି ଜଣକ ଲମତାପୁଟ ବ୍ଲକ…
ଅଗ୍ରସର ହେଲା ମୌସୁମୀ । ଓଡ଼ିଶାର ୨୪ଟି ଜିଲ୍ଲାକୁ ଛୁଇଁବା ସହ ଅଧିକ ଅଗ୍ରସର ହେଉଛି ଦକ୍ଷିଣପଶ୍ଚିମ ମୌସୁମୀ ବାୟୁ…