ଲକ୍ଷପତି ଦିଦି କାର୍ଯ୍ୟକ୍ରମ, ଭିଡିଓ କନଫରେନ୍ସ ମାଧ୍ୟମରେ ସମ୍ବର୍ଦ୍ଧନା ଦେଲେ ପ୍ରଧାନମନ୍ତ୍ରୀ

ବଲାଙ୍ଗୀର : ବଲାଙ୍ଗୀର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ କାର୍ଯ୍ୟାଳୟ ସଭାଗୃହ ଠାରେ ଲକ୍ଷପତି ଦିଦି କାର୍ଯ୍ୟକ୍ରମ ଅନୁଷ୍ଠିତ । ପ୍ରଧାନମନ୍ତ୍ରୀ ଭିଡିଓ କନଫରେନ୍ସ ମାଧ୍ୟମରେ ଲକ୍ଷପତି ମାନଙ୍କୁ ସମ୍ବର୍ଦ୍ଧନା କରିଥିଲେ ।  କଣ୍ଟାବାଞ୍ଜି ବିଧାୟକ ଲକ୍ଷ୍ମଣ ବାଗ ଏଥିରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ  ।

You might also like