ମାଲକାନଗିରି(କେନ୍ୟୁଜ୍): ପୁଣି ମାଓବାଦୀଙ୍କ ବଡ଼ ଧରଣର ଆକ୍ରମଣ ଯୋଜନା ପଣ୍ଡ । ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ ସୁକମାରେ ଲ୍ୟାଣ୍ଡମାଇନ ଉଦ୍ଧାର କଲେ CRPFର କୋବ୍ରା ଯବାନ । CRPF କୋବ୍ରା ଯବାନ ଏଲମାଗୁଣ୍ଡା ଜଙ୍ଗଲରେ କମ୍ବିଂ ଅପରେସନ ବେଳେ ମେଟାଲ ଡିଟେକ୍ଟର ସାହଯ୍ୟରେ ଲ୍ୟାଣ୍ଡମାଇନ ସନ୍ଧାନ ପାଇବା ପରେ ତାକୁ ନିଷ୍କ୍ରିୟ କରାଯାଇଛି । ଜଙ୍ଗଲ ମଧ୍ୟରେ ଅନ୍ୟ ସ୍ଥାନରେ ମାଓବାଦୀ ଲ୍ୟାଣ୍ଡମାଇନ ବିଛାଇଥିବା ଆଶଙ୍କାରେ ପୋଲିସ ପକ୍ଷରୁ ସର୍ଚ୍ଚ ଅପରେସନକୁ ଜୋରଦାର କରାଯାଇଛି ।
ବ୍ରହ୍ମଗିରି(କେନ୍ୟୁଜ): ସ୍ନାନ ପୂର୍ଣ୍ଣିମା ଦିନ ୧୦୮ ସୁବାସିତ ଜଳରେ ସ୍ନାନ କରିବା ପରେ ସବୁ ବର୍ଷ ପରି ଚଳିତ ବର୍ଷ…
ଆଠମଲ୍ଲିକ: ଆଠମଲ୍ଲିକ ନିକଟସ୍ଥ ମାଳିପଦର ଗ୍ରାମ ନିକଟ ପୂର୍ତ୍ତ ରାସ୍ତାରେ ଜଳିଗଲା ବାଇକ | ପ୍ରକାଶ ଯେ, ଆଠମଲ୍ଲିକ କିଆକଟା…
ବଢ଼ିଲା ବିଭବ କୁମାରଙ୍କ ନ୍ୟାୟିକ ହେପାଜତ । ଦିଲ୍ଲୀ ମହିଳା ଆୟୋଗର ପୂର୍ବତନ ଅଧ୍ୟକ୍ଷା ତଥା ରାଜ୍ୟସଭା ସାଂସଦ ସ୍ୱାତି…
ସୋନାକ୍ଷୀ ସିହ୍ନା ଏବଂ ଜାହିର ଇକବାଲଙ୍କ ବିବାହକୁ ନେଇ ଅନେକ ଦିନ ହେବ ସୋସିଆଲ ମିଡିଆରେ ଖୁବ୍ ଚର୍ଚ୍ଚା ଚାଲିଛି…
ମହାରାଷ୍ଟ୍ରର ଠାଣେର ଉପବନ ଅଞ୍ଚଳରେ ଶୁକ୍ରବାର ରାତିରେ ଏକ ବଡ଼ ଦୁର୍ଘଟଣା ଘଟିଛି । ଏଠାରେ ଥିବା ଫୁଟବଲ୍ ଟର୍ଫ…
ଅନେକ କୁନି କୁନି ପିଲା ଥାଆନ୍ତି, ଯେଉଁ ମାନଙ୍କର ଦାନ୍ତ ଉଠେନି । ଏପରିକି ଅନେକ ସମୟରେ ବୟସ୍କ ବ୍ୟକ୍ତିଙ୍କର…