ମାଲକାନଗିରି ସୀମାନ୍ତ ଛତିଶଗଡ଼ରେ ଲ୍ୟାଣ୍ଡ ମାଇନ୍‌ ବିସ୍ଫୋରଣ, ତିନି ମୃତ

ମାଲକାନଗିରି(କେନ୍ୟୁଜ୍): ମାଲକାନଗିରି ସୀମାନ୍ତ ଛତିଶଗଡ଼ ପତକଲବେଡା ନିକଟରେ ମାଓବାଦୀଙ୍କ ଲ୍ୟାଣ୍ଡ ମାଇନ୍‌ ବିସ୍ଫୋରଣ । ଏଥିରେ ତିନି ଜଣଙ୍କ ମୃତ୍ୟୁ ହୋଇଛି । ରେଲେଓ୍ଵ ଲାଇନ୍‌ ନିର୍ମାଣ କରିବାକୁ ଯାଉଥିବା ଗାଡ଼ିକୁ ବିସ୍ଫୋରଣରେ ଉଡାଇ ଦେଇଛନ୍ତି ମାଓବାଦୀ । ଗାଡିରେ ଥିବା ତିନି ଜଣ କର୍ମଚାରୀଙ୍କ ମୃତ୍ୟୁ ହୋଇଛି ।

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.