ଲ୍ୟାଣ୍ଡମାଇନ୍ ବିସ୍ଫୋରଣ, ୨ ଯବାନ ଗୁରୁତର

ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ର ଦନ୍ତେୱାଡାରେ ମାଓବାଦୀଙ୍କ ହିଂସାକାଣ୍ଡ । ବଡେପଲ୍ଲୀ ଜଙ୍ଗଲରେ ମାଓବାଦୀଙ୍କ ଲ୍ୟାଣ୍ଡମାଇନ ବିସ୍ଫୋରଣରେ ଦୁଇ ଯବାନ ଗୁରୁତର ହୋଇଛନ୍ତି।

ମାଲକାନଗିରି (କେନ୍ୟୁଜ): ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ର ଦନ୍ତେୱାଡାରେ ମାଓବାଦୀଙ୍କ ହିଂସାକାଣ୍ଡ । ବଡେପଲ୍ଲୀ ଜଙ୍ଗଲରେ ମାଓବାଦୀଙ୍କ ଲ୍ୟାଣ୍ଡମାଇନ ବିସ୍ଫୋରଣରେ ଦୁଇ ଯବାନ ଗୁରୁତର ହୋଇଛନ୍ତି। ଗୁରୁତର ଯବାନଙ୍କୁ ଚିକିତ୍ସା ପାଇଁ ହେଲିକପ୍ଟର ଯୋଗେ ରାୟପୁରକୁ ସ୍ଥାନାନ୍ତର କରାଯାଇଛି। ଏବେବି ପୋଲିସ ମାଓବାଦୀ ମଧ୍ୟରେ ଗୁଳି ବିନିମୟ ଜାରି ରହିଥିବା ସୂଚନା ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.