ରାଜ୍ୟ

ଶ୍ରୀମନ୍ଦିର ରତ୍ନ ଭଣ୍ଡାର ପ୍ରସଙ୍ଗ : ଆସନ୍ତାକାଲି ହେବ ଲେଜର ସ୍କାନିଂ

ପୁରୀ (କେନ୍ୟୁଜ): କାଲି ଶ୍ରୀମନ୍ଦିର ରତ୍ନ ଭଣ୍ଡାରର ହେବ ଲେଜର ସ୍କାନିଂ । ଲେଜର ସ୍କାନିଂ ପାଇଁ ASIକୁ ଅନୁମତି ପ୍ରଦାନ କରାଯାଇଛି । ସ୍କାନିଂ କରି ରିପୋର୍ଟ ଦେବା ପରେ ବୈଷୟିକ କମିଟି ସହ ଆଲୋଚନା କରାଯାଇ ପରବର୍ତ୍ତୀ ନିଷ୍ପତ୍ତି ନିଆଯିବ ବୋଲି ଶ୍ରୀମନ୍ଦିର ମୂଖ୍ୟ ପ୍ରଶାସକ କହିଛନ୍ତି l ଅତ୍ୟାଧୁନିକ ମେସିନ୍ ଆସିଥିବାରୁ ମୁଖ୍ୟ ମନ୍ଦିର ସହ ଅନ୍ୟାନ୍ୟ ପାର୍ଶ୍ଵ ଦେବଦେବୀ ମନ୍ଦିରର ମଧ୍ୟ ଲେଜର ସ୍କାନିଂ କରାଯିବl ପାଈଁ ASIକୁ ପରାମର୍ଶ ଦିଆଯାଇଛି । ହାଇକୋର୍ଟଙ୍କ ନିର୍ଦେଶ କ୍ରମେ ନାଟ ମଣ୍ଡପ ମରାମତି ପାଇଁ ଏବେ ଭାରା ବନ୍ଧା ସରିଥିବା ବେଳେ ଖୁବଶୀଘ୍ର ଏହାର ମରାମତି କାର୍ଯ୍ୟ ଆରମ୍ଭ ହେବ ବୋଲି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ରଞ୍ଜନ କୁମାର ଦାସ କହିଛନ୍ତି।

ତେବେ ପ୍ରଥମେ ରତ୍ନଭଣ୍ଡାର ବାହାର ପଟ କାନ୍ଥର ଲେଜର ସ୍କାନିଂ କରାଯିବ। କେଉଁ ସ୍ଥାନରେ ଫାଟ ରହିଛି ଏବଂ କ’ଣ ସବୁ ସମସ୍ୟା ରହିଛି ତାହା ସ୍କାନିଂ ପରେ ହିଁ ଜଣାପଡ଼ିବ। ଲେଜର ସ୍କାନିଂ ପାଇଁ ଏଏସାଆଇକୁ ଯାହା କିଛି ସହଯୋଗ ଆବଶ୍ୟକ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ତାହା ଯୋଗାଇ ଦିଆଯିବ ବୋଲି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ କହିଛନ୍ତି।

Barsha

Recent Posts

ଆଜିର ରାଶିଫଳ: ଆର୍ଥିକ ସ୍ଥିତି ସୁଦୃଢ଼ ହେବ, ବ୍ୟବସାୟ ଆଗକୁ ବଢାଇବେ

ମେଷ: ଦିନଟି ଆପଣଙ୍କର ଲାଭଦାୟକ ରହିବ । ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦେବାକୁ ପଡିବ । ପରିବାରରେ ସୁଖ ମିଳିବ…

4 hours ago

ଏଫଆଇଭିବି ଭଲିବଲ୍ ଫାଉଣ୍ଡେସନର ପ୍ରତିଷ୍ଠାତା ସହଯୋଗୀ ଭାବେ କିଟ୍ ଓ କିସର ନାଁ ଘୋଷଣା

ଭୁବନେଶ୍ୱର(କେନ୍ୟୁଜ୍‌): ଅନ୍ତର୍ଜାତୀୟ ଭଲିବଲ୍ ସଂଘ (ଏଫଆଇଭିବି) ପକ୍ଷରୁ ନୂଆ କରି ଗଠନ କରାଯାଇଥିବା ଏଫଆଇଭିବି ଭଲିବଲ୍ ଫାଉଣ୍ଡେସନର ପ୍ରତିଷ୍ଠାତା ସହଯୋଗୀ…

7 hours ago

ଘରର କବାଟ ଝରକା ଭାଙ୍ଗି ଟଙ୍କା, ସୁନା ଲୁଟିବା ସହ ଜୀବନ ନେଇଗଲେ ଦୃର୍ବୁତ୍ତ

ବୌଦ୍ଧ : ଅଧା ରହିଥିଲା ଘର କାମ ତେଣୁ ଘର କାମ କରିବା ପାଇଁ ବ୍ୟାଙ୍କରୁ ଟଙ୍କା ଆଣିଥିଲେ। ହେଲେ…

7 hours ago

ଭୋଟ୍‌ ଦେବାକୁ ଆସିଥିଲେ, ବୁଥ୍‌ ସାମ୍ନାରେ ସ୍ତ୍ରୀର ଜୀବନ ନେଇଗଲା ସ୍ୱାମୀ

ଭଦ୍ରକ: ୪ ବର୍ଷ ତଳେ ହୋଇଥିଲା ବାହାଘର । ଅଗ୍ନିକୁ ସାଖି ରଖି ସାରା ଜୀବନ ପାଇଁ ପରସ୍ପର ସାଥି…

8 hours ago

ରାଜ୍ୟରେ ସନ୍ଧ୍ୟା ୫ଟା ସୁଦ୍ଧା ୬୨.୪୬ ପ୍ରତିଶତ ମତଦାନ

ଭୁବନେଶ୍ୱର(କେନ୍ୟୁଜ୍‌): ସରିଲା ଗଣତନ୍ତ୍ରର ମହାପର୍ବ । ଓଡିଶାରେ ଚତୁର୍ଥ ତଥା ଅନ୍ତିମ ପର୍ଯ୍ୟାୟ ନିର୍ବାଚନରେ ୬ଟି ଲୋକସଭା ଓ ୪୨…

10 hours ago

ଭୋଟ ଦେବାକୁ ଆସିଥିବା ବେଳେ ସ୍ତ୍ରୀକୁ ହତ୍ୟାକଲା ନୃଶଂସ ସ୍ବାମୀ

ଭଦ୍ରକ (କେନ୍ୟୁଜ୍‌): ବୁଥ ସାମ୍ନାରେ ହାଣିଲା ସ୍ୱାମୀ । ସ୍ତ୍ରୀକୁ ମେଡିକାଲରେ ମୃତ ଘୋଷଣା କଲେ ଡାକ୍ତର । ତେବେ…

10 hours ago