ରାଜ୍ୟ

ଲକ୍ଷ୍ମୀ ମାର୍କେଟ କମ୍ପ୍ଲେକ୍ସ ଅଗ୍ନିକାଣ୍ଡ ଘଟଣା: ଯୁଗ୍ମ ଟିମର ତଦନ୍ତ ଜାରି

ପୁରୀ(କେନ୍ୟୁଜ): ଲକ୍ଷ୍ମୀ ମାର୍କେଟ କମ୍ପ୍ଲେକ୍ସ ଅଗ୍ନିକାଣ୍ଡ ଘଟଣା । ଯୁଗ୍ମ ଟିମର ତଦନ୍ତ ଜାରି। କମ୍ପ୍ଲେକ୍ସ ମଧ୍ୟରେ ଥିବା 43 ଟି ଦୋକାନ ସମ୍ପୂର୍ଣ୍ଣ ଜାଳିପୋଡି ପାଉଁଶ ହୋଇଯାଇଛି ।ପ୍ରଥମ ମହଲାରେ ଥିବା ବ୍ୟାଙ୍କର ଲକର ସୁରକ୍ଷିତ ଅଛି।

ଏନେଇ ଖୁବ ଶୀଘ୍ର ରିପୋର୍ଟ ପ୍ରସ୍ତୁତ କରାଯାଇ ସରକାରଙ୍କୁ ଦିଆଯିବ। କମ୍ପ୍ଲେକ୍ସ ମାଲିକ ଫେରାର ଥିବାରୁ ତାଙ୍କ ସହ ଯୋଗାଯୋଗ ସମ୍ଭବ ହୋଇପାରୁନାହିଁ। ପୁରୀରେ ଅଧିକାଂଶ ଅସୁରକ୍ଷିତ କୋଠା, ହୋଟେଲ, ଲାଜ ଏବଂ ମାର୍କେଟ କମ୍ପ୍ଲେକ୍ସରେ ଅଗ୍ନିନିର୍ବାପକ ବ୍ୟବସ୍ଥା ନଥିବା ଜଣାପଡିଛି। ଏନେଇ ଖୁବ ଶୀଘ୍ର ପଦକ୍ଷେପ ନିଆଯିବ ବୋଲି ସୂଚନା ଦେଇଛନ୍ତି ପୁରୀ ତହସିଲଦାର କ୍ଷୀରୋଦ ବେହେରା ।

KNews Bureau

Recent Posts

ଭୋଜି ଖାଇ ଫେରୁଥିଲେ ହେଲେ ଏକାସାଥିରେ ଆରପାରିକୁ ଚାଲିଗଲେ ଚାରି ସାଙ୍ଗ

ନୂଆପଡା (କେନ୍ୟୁଜ) : ଭୋଜି ଖାଇ ସାଙ୍ଗ ହୋଇ ଫେରୁଥିଲେ ଏହି ୪ ଜଣ ସାଙ୍ଗ । ଏମାନେ ୪…

5 mins ago

ଆଜି ସାରା ବିଶ୍ୱ ପାଳିଲା ‘ଆର୍ଟ ଅଫ୍ ଗିଭିଂ’ ଦିବସ

ଭୁବନେଶ୍ୱର(କେନ୍ୟୁଜ୍‌): ଜୁନ୍ ୧୭ ତାରିଖରେ ଭାରତ ସମେତ ବିଶ୍ୱର ୨୦୦ଟି ଦେଶର ୨୫ହଜାର ସ୍ଥାନରେ ୧୧ଶ ଅନ୍ତର୍ଜାତୀୟ ‘ଆର୍ଟ ଅଫ୍…

22 mins ago

ମହାନତା ଦେଖାଇଲେ ମୁଖ୍ୟମନ୍ତ୍ରୀ, ପୀଡିତଙ୍କୁ ୩୦ ହଜାର ଟଙ୍କା ସହ ଯୋଗାଇଲେ ଚିକିତ୍ସା

ଚାନ୍ଦବାଲି (କେନ୍ୟୁଜ): ଏ ଶରୀର କ୍ଷଣସ୍ଥାୟୀ । ସତରେ ଏ ଶରୀର କିଛି ନୁହେଁ ଆଜି ଭଲ ଅଛି ତ…

32 mins ago

ଏଲନ୍‌ ମସ୍କଙ୍କ ବଡ଼ କାର୍ଯ୍ୟାନୁଷ୍ଠାନ, ଭାରତରେ ବ୍ୟାନ୍‌ କଲେ ୨ ଲକ୍ଷରୁ ଅଧିକ X ଆକାଉଣ୍ଟ, ହେଉଥିଲା ଘୃଣ୍ୟ କାର୍ଯ୍ୟ

ଏଲନ୍ ମସ୍କଙ୍କ ସୋସିଆଲ୍ ମିଡିଆ ପ୍ଲାଟଫର୍ମ ‘X’ ଭାରତରେ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି । X କର୍ପ ଏପ୍ରିଲ…

36 mins ago

ସ୍କୁଲ ଛୁଟି ନିଷ୍ପତ୍ତି ବଦଳିଲା, ସ୍ଥାନୀୟ ପାଣିପାଗ ଦେଖି ନିଷ୍ପତ୍ତି ନେବେ ଜିଲ୍ଲାପାଳ

ଭୁବନେଶ୍ୱର(କେନ୍ୟୁଜ୍‌): ସ୍କୁଲ ଛୁଟି ନିଷ୍ପତ୍ତି ନେବେ ଜିଲ୍ଲାପାଳ । ସ୍ଥାନୀୟ ପାଣିପାଗ ସୂଚନା ଭିତ୍ତିରେ ଜିଲ୍ଲାପାଳମାନେ ନିଷ୍ପତ୍ତି ନେବାକୁ ମୁଖ୍ୟମନ୍ତ୍ରୀଙ୍କ…

1 hour ago

ବିବାହ ପୂର୍ବରୁ ଶାଶୁଘର ଲୋକଙ୍କ ସହ ନଜର ଆସିଲେ ସୋନାକ୍ଷୀ, ଭାଇରାଲ ହେଉଛି ଫଟୋ

ବଲିଉଡ ଅଭିନେତ୍ରୀ ସୋନାକ୍ଷୀ ସିହ୍ନା ଖୁବ ଶୀଘ୍ର ବିବାହ କରିବାକୁ ଯାଉଛନ୍ତି । ରକୁଲ ପ୍ରୀତ ସିଂ, କ୍ରିତି ଖରବନ୍ଦା…

1 hour ago