ରାଜ୍ୟ

ଯୁବତୀ ହତ୍ୟାକାଣ୍ଡ ଘଟଣାରେ ଅଭିଯୁକ୍ତକୁ ଆଜୀବନ କାରାଦଣ୍ଡ, ୧୨ ସାକ୍ଷୀଙ୍କ ଆଧାରରେ କୋର୍ଟଙ୍କ ରାୟ

କଟକ(କେନ୍ୟୁଜ୍): କଟକ ଜିଲା ନିଶ୍ଚିନ୍ତକୋଇଲି ଅଞ୍ଚଳରେ ୨୦୧୬ ମେ ୯ ତାରିଖରେ ଘଟିଥିବା ଯୁବତୀ ହତ୍ୟାକାଣ୍ଡ ଘଟଣାରେ ଦୋଷୀ ସାବ୍ୟସ୍ତ ପ୍ରଭାତ କୁମାର ମହାରଣାକୁ କଟକ ଜିଲ୍ଲା ଓ ଦୌରାଜଜ ଆଜୀବନ କାରାଦଣ୍ଡାଦେଶ ଦେବା ସହିତ ୧୦ ହଜାର ଟଙ୍କାର ଜରିମାନା ନିର୍ଦ୍ଦେଶ ଦେଇଛନ୍ତି। ନିଶ୍ଚିନ୍ତକୋଇଲି ଥାନା ନତକାଇ ପଞ୍ଚାୟତରେ ୨୦୧୬ ମେ ୯ ତାରିଖ ସନ୍ଧ୍ୟାରେ ପ୍ରିୟଦର୍ଶିନୀ ପଣ୍ଡା ନାମ୍ନୀ ଯୁବତୀଙ୍କୁ ଜଘନ୍ୟ ଭାବେ ହତ୍ୟା କରାଯାଇଥିଲା।

ପରିବାର ପକ୍ଷରୁ ଏ ନେଇ ଥାନାରେ ଅଭିଯୋଗ କରିବା ପରେ ପ୍ରଭାତ ମହାରଣାକୁ ପୋଲିସ ଗିରଫ କରିଥିଲା। ଶୁଣାଣି ସମୟରେ ପ୍ରୋସିକ୍ୟୁସନ ପକ୍ଷରୁ ୧୨ ଜଣ ସାକ୍ଷୀଙ୍କ ସାକ୍ଷ୍ୟ ପ୍ରଦାନ କରାଯାଇଥିଲା। ସରକାରଙ୍କ ପକ୍ଷରୁ ପବ୍ଲିକ ପ୍ରୋସିକ୍ୟୁଟର କ୍ଷେତ୍ରମୋହନ ବେହେରା ମାମଲା ପରିଚାଳନା କରୁଥିବା ବେଳେ ସ୍ୱତନ୍ତ୍ର ପବ୍ଲିକ ପ୍ରୋସିକ୍ୟୁଟର ଦେବାଶିଷ ସାମନ୍ତରାୟ ଏଥିରେ ସହାୟତା କରୁଥିଲେ।

Sasmita

Recent Posts

ୟୁଜର୍ସଙ୍କ ପାଇଁ ଆସିଲା ଦମ୍‌ଦାର ଅଫର, ବେଷ୍ଟ କ୍ୟାମେରା ଫୋନ୍ Google Pixel 8ରେ ମିଳୁଛି ଭାରି ଡିସକାଉଣ୍ଟ

ଯଦି ଆପଣ ଫଟୋଗ୍ରାଫି ପାଇଁ ଏକ ଭଲ ସ୍ମାର୍ଟଫୋନ୍ ଖୋଜୁଛନ୍ତି ତେବେ ଆପଣଙ୍କ ପାଇଁ ଏକ ଖୁସି ଖବର ଆସିଛି…

15 mins ago

ବାଇକ ରାକେଟ ଠାବ, ୭ ଗିରଫ, ୫ ବାଇକ ଜବତ

ଝାରସୁଗୁଡ଼ା : ଝାରସୁଗୁଡ଼ା ପୋଲିସର ବଡ ସଫଳତା । ପୋଲିସ ହାତରେ ଧରା ପଡ଼ିଲେ ବାଇକ ଲୁଟେରା ଗ୍ୟାଙ୍ଗ। ତାଙ୍କ…

23 mins ago

ମୋଦି ସରକାରଙ୍କ ଶପଥ ଗ୍ରହଣରେ ସାମିଲ ହେବେ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡ଼ଗେ

ଆଜି ରାଷ୍ଟ୍ରପତି ଭବନରେ ମନୋନୀତ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଶପଥ ଗ୍ରହଣ ସମାରୋହରେ ସାମିଲ ହେବେ ମଲ୍ଲିକାର୍ଜୁନ ଖଡ଼ଗେ ।…

52 mins ago

ଚଳନ୍ତା ବାଇକରେ ଠିଆ ହୋଇ ଷ୍ଟଣ୍ଟ କଲେ ଯୁବକ, ପୋଲିସ୍‌ ଗ୍ରହଣ କଲା ଦୃଢ଼ କାର୍ଯ୍ୟାନୁଷ୍ଠାନ

ସୋସିଆଲ ମିଡିଆର କ୍ରେଜ୍‌ ଆଜିର ଯୁବପିଢ଼ିଙ୍କୁ ପାଗଳ କରିଛି । ରିଲ୍ସ କରି କେମିତି ଲାଇକ୍‌ ଓ ସବସ୍କ୍ରାଇବର୍ସ ବଢ଼ାଇବେ…

60 mins ago

ଟି୨୦ ବିଶ୍ୱକପ ୨୦୨୪: ଭାରତୀୟ ଖେଳାଳିଙ୍କୁ ରାଷ୍ଟ୍ରପତି ସ୍ତରୀୟ ସୁରକ୍ଷା ବ୍ୟବସ୍ଥା, ISIS ଠାରୁ ମିଳିଥିଲା ଧମକ

ଆଜି ଟି୨୦ ବିଶ୍ୱକପରେ ମୁହାଁମୁହିଁ ହେବେ ଭାରତ ଏବଂ ପାକିସ୍ତାନ । ନ୍ୟୁୟର୍କର ନାସାଉ କାଉଣ୍ଟି କ୍ରିକେଟ ଷ୍ଟାଡିୟମରେ ପରସ୍ପର…

1 hour ago

ସକ୍ରିୟ ରାଜନୀତିରୁ ସନ୍ନ୍ୟାସ ନେଲେ ଭି କାର୍ତ୍ତିକ ପାଣ୍ଡିଆନ, ଭିଡିଓ ବାର୍ତ୍ତା ଜରିଆରେ କଲେ ଘୋଷଣା

ଭୁବନେଶ୍ବର: ଭିକେ ପାଣ୍ଡିଆନ ସକ୍ରିୟ ରାଜନୀତିରୁ ଅବସର ନେଇଗଲେ । ନିର୍ବାଚନରେ ହାରିଲେ ସେ ରାଜନୀତି ଛାଡ଼ିବେ ବୋଲି କହିଥିଲେ…

1 hour ago