ବଙ୍ଗୋପସାଗରରେ ପୁଣି ଲଘୁଚାପ, ଜାଣନ୍ତୁ ଓଡ଼ିଶା ଉପରେ ପଡିବ କି ନାହିଁ ପ୍ରଭାବ

ନୂଆଦିଲ୍ଲୀ: ବଙ୍ଗୋପସାଗରରେ ଲଘୁଚାପ । ଦକ୍ଷିଣପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଲଘୁଚାପ । ଶ୍ରୀଲଙ୍କାର ଟ୍ରନିକମାଲେ ଠାରୁ ୧୮୦ କିମି ତାମିଲନାଡୁ ନାଗାପଟ୍ଟନମ ଠାରୁ ୩୯୦ କିମି ଦୂରରେ କେନ୍ଦ୍ରୀଭୂତ ହୋଇଛି । ଆସନ୍ତା ୧୨ ଘଣ୍ଟା ମଧ୍ୟରେ ନେଇପାରେ ଡିପ ଡିପ୍ରେସନର ରୂପ ନେବାର ସମ୍ଭାବନା ରହିଛି ।

ଏ ନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂୂଚନା ଦିଆଯାଇଛି । ତେବେ ଲଘୁଚାପର ପ୍ରଭାବ ଓଡ଼ିଶା ଉପରେ ପଡିବ ନାହିଁ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.