ପଶ୍ଚିମା ଝଡ଼ ପ୍ରଭାବରେ ୧୬ରୁ ରାଜ୍ୟରେ ହାଲୁକା ବର୍ଷା ସମ୍ଭାବନା

ଭୁବନେଶ୍ୱର: (କେନ୍ୟୁଜ): ଶୀତ ପରେ ପୁଣି ରାଜ୍ୟରେ ହେବ ବର୍ଷା । ପଶ୍ଚିମା ଝଡ଼ ପ୍ରଭାବରେ ୧୬ ତାରିଖରୁ ରାଜ୍ୟରେ ବର୍ଷା ସମ୍ଭାବନା ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି । ରାଜ୍ୟର ଆଭ୍ୟନ୍ତରୀଣ ଓଡ଼ିଶାରେ କିଛି ଜିଲ୍ଲାରେ ହାଲୁକା ବର୍ଷା ସମ୍ଭାବନା ରହିଛି । ୧୫ ଯାଏଁ ରାଜ୍ୟରେ ପାଗ ମୁଖ୍ୟତଃ ଶୁଖିଲା ରହିବ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.