ସୋର : ବଜ୍ରପାତରେ ୨ଜଣଙ୍କର ମୃତ୍ୟୁ । ବାଲେଶ୍ୱର ଜିଲ୍ଲା ସିମୁଳିଆ ଥାନା ଅଞ୍ଚଳ କହ୍ନେଇବିନ୍ଧା ଗାଁରେ ଏହି ଘଟଣା ଘଟିଛି । ବିଲ କାମ କରୁଥିବା ବେଳେ ବଜ୍ରପାତରେ ଟଳି ପଡ଼ିଥିଲେ ଦୁଇ ଜଣ ଶ୍ରମିକ । କପ୍ତିପଦା ଥାନା ଅନ୍ତର୍ଗତ ଚକ୍ରଧରପୁର ଗାଁର ୭ ଜଣ ଶ୍ରମିକ କହ୍ନେଇବିନ୍ଧା ଗାଁର ବାବୁଲି ମହାରଣାଙ୍କ ଚାଷ ଜମିରେ କାମ କରୁଥିଲେ ।
ତେବେ ଆଜି ଅପରାହ୍ନ ସାଢ଼େ ୩ଟା ବେଳେ ବଜ୍ରପାତ ହେବାରୁ କାମ କରୁଥିବା ବେଳେ ଦୀନବନ୍ଧୁ ହେମ୍ବ୍ରମ୍ ଓ ଦୀନବନ୍ଧୁ ନାୟକ ସେହି ବିଲରେ ଟଳି ପଡ଼ିଲେ । ପରେ ସେମାନଙ୍କୁ ୧୦୮ ଆମ୍ବୁଲାନ୍ସରେ ସିମୁଳିଆ ମେଡିକାଲକୁ ନିଆଯାଇଥିଲା । ତେବେ ଡାକ୍ତର ସେଠାରେ ସେମାନଙ୍କୁ ମୃତ ଘୋଷଣା କରିଥିଲେ ।
ଗ୍ରୀଷ୍ମ ଋତୁ ଆସିବା ସହିତ ଇଲେକ୍ଟ୍ରୋନିକ୍ ଡିଭାଇସରେ ଅଗ୍ନି ଏବଂ ବିସ୍ଫୋରଣ ଘଟଣା ମଧ୍ୟ ବଢ଼ିବାରେ ଲାଗିଛି । ଶୀତ…
ଭୁବନେଶ୍ୱର : ଅମାନିଆଙ୍କୁ କମିସନରେଟ ପୋଲିସର ଆକ୍ସନ । ଗାଡ଼ି ଚଲାଇବା ସମୟରେ ମୋବାଇଲରେ କଥା ହେଉଥିବା ବେଳେ ଗାଡ଼ି…
ଆଜିକାଲି ରୋଗରେ ପିଡ଼ିତ ହେବା ସାଧାରଣ କଥା ହୋଇଗଲାଣି । ଷ୍ଟୋନ୍ ଆଉ ଟ୍ୟୁମର ପ୍ରାୟତଃ ସମସ୍ତଙ୍କୁ ହେଉଛି ।…
ଅରୁଣାଚଳ ପ୍ରଦେଶ ବିଧାନସଭା ନିର୍ବାଚନରେ ବାଜି ମାରିଛି ବିଜେପି । ବିଜେପି ପୁଣିଥରେ ଅରୁଣାଚଳ ପ୍ରଦେଶରେ ୪୬ ସିଟରେ ବିଜୟ…
ଯେତେବେଳେ ବି ଆମେ କୌଣସି କାର୍ଯ୍ୟ କରିବା ପାଇଁ ବାହାରିଥାଉ, ଆମ ମୂଳ ଉଦ୍ଦେଶ୍ୟ ହୋଇଥାଏ ସେହି କାର୍ଯ୍ୟକୁ ସଂପୂର୍ଣ୍ଣ…
କାଲିମେଳା : ଘରେ ମୋବାଇଲ ଆଉ ବାଇକ୍ ଅଛି । ହେଲେ ଘରେ ନାହାଁନ୍ତି ଡାକ୍ତର ବାବୁ । ଗତକାଲି…