Below header

ଜଳେଶ୍ବର : ଜବତ ହେଲା  ୧୧୫ ଲିଟର ମଦ ଏବଂ ୫ ଗିରଫ

ଜବତ ହେଲା ୧୧୫ ଲିଟର ମଦ। ଏହି ଘଟଣାରେ ୫ଜଣଙ୍କୁ ଗିରଫ କରାଯାଇଛି। ଗିରଫଙ୍କ ମଧ୍ୟରେ ଜଣେ ମହିଳା ଅଛନ୍ତି। ଜଳେଶ୍ୱର ଅବକାରୀ ବିଭାଗ ପକ୍ଷରୁ ଆଜି ରାଇବାଣିଆ ଅଞ୍ଚଳର ବିଭିନ୍ନ ସ୍ଥାନରେ ଚଢାଉ କରାଯାଇଥିଲା। ଏହି ଅଞ୍ଚଳରେ ଚୋରା କାରବାର ଚାଲୁଥିବା ଗାଁଲୋକେ ଦୀର୍ଘ ଦିନ ଧରି ଅଭିଯୋଗ କରିଆସୁଥିଲେ। ଆଜି ଅବକାରୀ ବିଭାଗ ପକ୍ଷରୁ ଚଢାଉ କରାଯାଇଥିଲା।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.