Below header

ଅବସରପ୍ରାପ୍ତ ପ୍ରଶାସକ ତଥା ବିଶିଷ୍ଟ ସାହିତ୍ୟିକ ଡକ୍ଟର ଗୁରୁ ପ୍ରସାଦ ମହାନ୍ତିଙ୍କ ପରଲୋକ

ଭୁବନେଶ୍ୱର(କେନ୍ୟୁଜ୍): ଅବସରପ୍ରାପ୍ତ ପ୍ରଶାସକ ତଥା ବିଶିଷ୍ଟ ସାହିତ୍ୟିକ ଡକ୍ଟର ଗୁରୁ ପ୍ରସାଦ ମହାନ୍ତିଙ୍କ ଦେହାନ୍ତ। କଟକର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ଗତକାଲି ବିଳମ୍ବିତ ରାତିରେ ତାଙ୍କର ପରଲୋକ ହୋଇଛି। ୮୪ ବର୍ଷ ବୟସରେ ସେ ଶେଷ ନିଶ୍ବାସ ତ୍ଯାଗ କରିଛନ୍ତି। ସୂଚନା ଥାଉକି, ଉତ୍କଳ ସମ୍ମିଳନୀର ପୂର୍ବତନ ସଭାପତି ଥିଲେ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.