ଭଂଜନଗର(କେନ୍ୟୁଜ) : ବେଆଇନ୍ ବିଦେଶୀ ମଦ ଚାଲାଣ ବେଳେ , ଗଂଜାମ ଜିଲ୍ଲା ଭଂଜନଗର ଅବକାରୀ ବିଭାଗ ପକ୍ଷରୁ ଚଢାଉ । ଚଢାଉ ସମୟରେ , ୭୦ ଲିଟର ବିଦେଶୀ ମଦ ଜବତ ସହ ଜଣେ ଅଭିଯୁକ୍ତ ଗିରଫ ହୋଇଛି । ଅବକାରୀ ବିଭାଗ ଟିମ୍ ପେଟ୍ରୋଲିଂ ବେଳେ , ଜଗନ୍ନାଥପ୍ରସାଦ ଥାନା ଅନ୍ତର୍ଗତ ଛାମୁଣ୍ଡା ଗାଁ ନିକଟରେ ଚାଲାଣ ହେଉଥିବା ସୂଚନା ପାଇ , ଚଢ଼ାଉ କରିଥିଲା । ଗିରଫ ପରେ , ଅଭିଯୁକ୍ତକୁ କୋର୍ଟ ଚାଲାଣ କରିଛି ଭଂଜନଗର ଅବକାରୀ ବିଭାଗ ।
ବ୍ରିଟିଶ ପ୍ରଧାନମନ୍ତ୍ରୀ ରିଷି ସୁନକଙ୍କ ଉତ୍ତର ଇଂଲଣ୍ଡସ୍ଥିତ ଘରେ ୪ ଜଣ ଯୁବକ ବେଆଇନ ଭାବେ ପ୍ରବେଶ କରିଛନ୍ତି ।…
ପୁରୀ: ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି । ଚିଠି ଲେଖି ଅନୁରୋଧ କଲେ ବାଲୁକା ଶିଳ୍ପୀ…
ଦିଲ୍ଲୀର ଜଳ ଓ ଶିକ୍ଷା ମନ୍ତ୍ରୀ ଅତିଶୀ ବର୍ତ୍ତମାନ ହସ୍ପିଟାଲରେ ଅଛନ୍ତି । ତାଙ୍କ ସ୍ୱାସ୍ଥ୍ୟାବସ୍ଥା ବିଷୟରେ ପଚାରି ବୁଝିବା…
ଯାଜପୁର ଟାଉନ : ଚାରି ଫୁଟ୍ ଲମ୍ବର ନାଗ ସହ ସାତଟି ନାଗ ଛୁଆ ଉଦ୍ଧାର । ଦଶରଥପୁର ବ୍ଲକ…
ଉଦଳା: ଅଳିଆ ଭାବେ ପଡିଛି କୁଢ଼ କୁଢ଼ ସାଲାଇନ ଓ ଇଞ୍ଜେକସନ୍ । କିଛି ଏକ୍ସପାଏରୀ ହୋଇଛି ତ ଆଉ…
ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲଙ୍କୁ ଗିରଫ କରିଛି ସିବିଆଇ । ଅବକାରୀ ନୀତି ଦୁର୍ନୀତି ମାମଲାରେ ତାଙ୍କୁ ଅଦାଲତରୁ ଗିରଫ…