ରାଜ୍ୟ

ଭଦ୍ରକ ଧାମରା ପୋର୍ଟରେ ଏବେ ବି କାମ କରୁଛନ୍ତି ହଜାର ହଜାର ଶ୍ରମିକ, ଘଟଣାକୁ ନେଇ ସ୍ଥାନୀୟ ଲୋକଙ୍କ ଉତ୍ତେଜନା

ଭଦ୍ରକ: ସବୁଠି ମହାମାରୀ କରୋନା ଭୟ । ତେବେ ଓଡ଼ିଶାରେ କରୋନା ଭୂତାଣୁ ଯେପରି ସଂକ୍ରମିତ ନହୁଏ,ସେଥିଲାଗି ସରକାର ବିଭିନ୍ନ ପଦକ୍ଷେପ ନେଉଛନ୍ତି । ଭଦ୍ରକ ଜିଲ୍ଲାରେ ମଧ୍ୟ ସଚେତନତାକୁ ଜୋରଦାର କରିଛି ପ୍ରଶାସନ । କରୋନା ପାଇଁ ଅଧିକ ଲୋକ ଏକଜୁଟ ନହେବାକୁ ସରକାରଙ୍କ ପକ୍ଷରୁ ନିର୍ଦ୍ଦେଶଷ ରହିଥିବା ବେଳେ ଧାମରା ପୋର୍ଟରେ ଏବେ ବି ହଜାର ହଜାର ଶ୍ରମିକ କାମ କରୁଛନ୍ତି ।

ପ୍ରତିଦିନ ଏଠାରେ ଦେଶ ବାହାରୁ ଜାହାଜ ଲାଗୁଛି । ତେଣୁ ଏହାକୁ ବିରୋଧ କରି ସ୍ଥାନୀୟ ଲୋକେ ଗେଟରେ ତାଲା ପକାଇ ଶ୍ରମିକଙ୍କୁ ଭିତରକୁ ଛାଡୁ ନାହାନ୍ତି । ସେପଟେ ଏ ଘଟଣାକୁ ନେଇ ଧାମରା ପୋର୍ଟ ସମ୍ମୁଖରେ କିଛି ସମୟ ଧରି ଉତ୍ତେଜନା ଲାଗି ରହିଥିଲା । ପରେ ଘଟଣାସ୍ଥଳରେ ପୋଲିସ ପହଞ୍ଚି ଲୋକଙ୍କୁ ଲୋକଙ୍କୁ ଘଉଡାଇବା ସହ ଗେଟ ଖୋଲିଥିଲା।

KNews Bureau

Recent Posts

ଆଜି ଶ୍ରୀ ମୁଖ ଫିଟା ନୀତି, ଆସନ୍ତାକାଲିଠୁ ଫୁଲୁରି ତେଲ ଲାଗି ହୋଇ ସୁସ୍ଥ ଅନୁଭବ କରିବେ ମହାପ୍ରଭୁ

ପୁରୀ: ମହାପ୍ରଭୁଙ୍କ ଅନବସର ନୀତିର ଆଜି ପଞ୍ଚମ ଦିନ । ଚାଲିଛି ପ୍ରଭୁଙ୍କ ସେବା ପୂଜା । ଆଜି ମହାପ୍ରଭୁଙ୍କ…

24 seconds ago

ରାଉରକେଲା ଲୋକୋ ପାଇଲଟଙ୍କୁ ଅପହରଣ ଘଟଣା, ୩ ଅଭିଯୁକ୍ତ ଗିରଫ

ରାଉରକେଲା : ରାଉରକେଲା ଲୋକୋ ପାଇଲଟଙ୍କୁ ଅପହରଣ ଘଟଣା । ୩ ଅଭିଯୁକ୍ତ ଗିରଫ । ଭୁବନେଶ୍ଵରରୁ ଗିରଫ କଲା…

9 mins ago

ହଜାର ହଜାର ପ୍ରଦର୍ଶନକାରୀ କେନିଆ ସଂସଦରେ ଲଗାଇଦେଲେ ନିଆଁ, ଭାରତ ନିଜ ନାଗରିକଙ୍କ ପାଇଁ ଜାରି କଲା ଆଡ୍‌ଭାଇଜରୀ

ସରକାରଙ୍କ ପ୍ରସ୍ତାବିତ ଟିକସ ବୃଦ୍ଧି ପ୍ରତିବାଦରେ କେନିଆରେ ହିଂସାତ୍ମକ ବିରୋଧ ପ୍ରଦର୍ଶନ ହେଉଛି । ଏହି ହିଂସାରେ ନାଇରୋବିରେ ୫…

11 mins ago

କଟକରେ ଯାନବାହନ ସୁରକ୍ଷିତ ଚଳାଚଳ ଓ ପାର୍କିଂ ପାଇଁ କିଛି ରାସ୍ତାକୁ NO PARKING ZONE ଘୋଷଣା

କଟକ: କଟକ ସହରରେ ଦୂର ହେବ ଟ୍ରାଫିକ ସମସ୍ୟା । ସହର ମଧ୍ୟରେ ଯାନବାହନର ସୁରକ୍ଷିତ ଚଳାଚଳ ଓ ପାର୍କିଂ…

18 mins ago

ଚାନ୍ଦବାଲି ପୋଲିସର ବର୍ବରତା: ଥାନା ଆଗରେ ମହିଳାଙ୍କୁ ନିର୍ଧୁମ ମାଡ଼

ଚାନ୍ଦବାଲି: ବର୍ବରତାର ସୀମା ଟପିଛି ଭଦ୍ରକ ଜିଲ୍ଲା ଚାନ୍ଦବାଲି ପୋଲିସ୍ । ଯାହାର ଭିଜୁଆଲ୍ କ୍ୟାମେରାରେ କଏଦ ହୋଇଥିଲେ ସୁଦ୍ଧା…

44 mins ago

ଜାଣନ୍ତୁ ଆଜିର ପେଟ୍ରୋଲ ଓ ଡିଜେଲ ଦର

ଭୁବନେଶ୍ୱରରେ ଆଜି ପେଟ୍ରୋଲ ଦର ୧୦୧ ଟଙ୍କା ୦୫ ପଇସା ରହିଥିବା ବେଳେ ଡିଜେଲ ଦାମ୍ ପ୍ରତି ଲିଟର ପିଛା…

53 mins ago