Below header

କରୋନା ପରିସ୍ଥିତି ବିଗିଡ଼ିଲେ ଲାଗୁ ହୋଇପାରେ ଲକଡାଉନ: ସ୍ୱାସ୍ଥ୍ୟ ମନ୍ତ୍ରୀ ନବ ଦାସ

କେନ୍ୟୁଜ୍(ବ୍ୟୁରୋ):  କରୋନା ସ୍ଥିତି ଉପରେ କଡ଼ା ନଜର ରଖିଛନ୍ତି ରାଜ୍ୟ ସରକାର । ପରିସ୍ଥିତି ବିଗିଡ଼ିଲେ ଲାଗୁ ହୋଇପାରେ ଲକଡାଉନ । ଏହା କହିଛନ୍ତି ସ୍ୱାସ୍ଥ୍ୟ ମନ୍ତ୍ରୀ ନବ ଦାସ । କରୋନା ଗାଇଡଲାଇନ ପାଳନ କରିବାକୁ ଜନସାଧାରଣଙ୍କୁ ଅନୁରୋଧ କରାଯାଉଛି । କଟକଣା କଡ଼ାକଡ଼ି କରିବାକୁ ଜିଲ୍ଲାପାଳ ଓ ଏସ୍‌ପିଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ପଡ଼ୋଶୀ ରାଜ୍ୟ ଫେରନ୍ତାଙ୍କ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଠୋସ୍ ପଦକ୍ଷେପ ନେବାକୁ ଆଲୋଚନା ଚାଲିଥିବା ସ୍ୱାସ୍ଥ୍ୟମନ୍ତ୍ରୀ କହିଛନ୍ତି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.