କେନ୍ୟୁଜ୍(ବ୍ୟୁରୋ): କରୋନା ସ୍ଥିତି ଉପରେ କଡ଼ା ନଜର ରଖିଛନ୍ତି ରାଜ୍ୟ ସରକାର । ପରିସ୍ଥିତି ବିଗିଡ଼ିଲେ ଲାଗୁ ହୋଇପାରେ ଲକଡାଉନ । ଏହା କହିଛନ୍ତି ସ୍ୱାସ୍ଥ୍ୟ ମନ୍ତ୍ରୀ ନବ ଦାସ । କରୋନା ଗାଇଡଲାଇନ ପାଳନ କରିବାକୁ ଜନସାଧାରଣଙ୍କୁ ଅନୁରୋଧ କରାଯାଉଛି । କଟକଣା କଡ଼ାକଡ଼ି କରିବାକୁ ଜିଲ୍ଲାପାଳ ଓ ଏସ୍ପିଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ପଡ଼ୋଶୀ ରାଜ୍ୟ ଫେରନ୍ତାଙ୍କ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଠୋସ୍ ପଦକ୍ଷେପ ନେବାକୁ ଆଲୋଚନା ଚାଲିଥିବା ସ୍ୱାସ୍ଥ୍ୟମନ୍ତ୍ରୀ କହିଛନ୍ତି ।
ମେଷ: ଆଜିର ଦିନ ଭଲରେ କଟିବ । ଉତ୍ତମ ସ୍ୱାସ୍ଥ୍ୟ ପାଇଁ ବ୍ୟାୟାମ ଜାରି ରଖନ୍ତୁ । କୌଣସି ନୂଆ…
ଭୁବନେଶ୍ୱର : ଭାରତୀୟ ହକି ଟିମର ପ୍ରାୟୋଜକ ଆଉ ୩ ବର୍ଷ ବୃଦ୍ଧି କରାଯିବ। ହକି ଇଣ୍ଡିଆ ସହ ଆଲୋଚନା…
ବାଲେଶ୍ଵର : ବାଲେଶ୍ଵର ଜିଲ୍ଲାପାଳଙ୍କ ସାମ୍ବାଦିକ ସମ୍ମିଳନୀ । ବାଲେଶ୍ବର ସହରରେ କର୍ଫ୍ୟୁ ପରିସ୍ଥିତି ଉପରେ ସାମ୍ବାଦିକ ସମ୍ମିଳନୀ ।…
ଭୁବନେଶ୍ୱର : ପିସିସି ସଭାପତିଙ୍କୁ କାଳିମାଡ଼ । କଂଗ୍ରେସ ଭବନରେ ପିସିସି ସଭାପତି ଶରତ ପଟ୍ଟନାୟକଙ୍କୁ କାଳିମାଡ଼। ଆଜି କଂଗ୍ରେସ…
ଲମତାପୁଟ : ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଜଣେ ବ୍ୟକ୍ତିଙ୍କ ମୃତ୍ଯୁ । ମୃତ ବ୍ୟକ୍ତି ଜଣକ ଲମତାପୁଟ ବ୍ଲକ…
ଅଗ୍ରସର ହେଲା ମୌସୁମୀ । ଓଡ଼ିଶାର ୨୪ଟି ଜିଲ୍ଲାକୁ ଛୁଇଁବା ସହ ଅଧିକ ଅଗ୍ରସର ହେଉଛି ଦକ୍ଷିଣପଶ୍ଚିମ ମୌସୁମୀ ବାୟୁ…