Below header

କିଟ ବିଶ୍‌ବିଦ୍ୟାଳୟରେ ଲୋହଡି ପର୍ବ ପାଳିତ: କାର୍ଯ୍ୟକ୍ରମରେ କିଟ୍‌ର ବହୁ ଅଧିକାରୀ ଓ ଛାତ୍ରଛାତ୍ରୀଙ୍କ ଯୋଗଦାନ

ଭୁବନେଶ୍ବର(କେନ୍ୟୁଜ୍): ପ୍ରତିବର୍ଷ ପରି ଚଳିତ ବର୍ଷ ମଧ୍ୟ କିଟ ବିଶ୍‌ବିଦ୍ୟାଳୟରେ କୃଷିଭିତ୍ତିକ ପର୍ବ ଲୋହଡି ମହାଆଡମ୍ବର ସହ ପାଳିତ ହୋଇଯାଇଛି। ଏଥିରେ କିଟ ବିଶ୍ୱବିଦ୍ୟାଳୟର ଉପକୁଳପତି ପ୍ରଫେସର ଶରଣଜିତ ସିଂ ଓ କୁଳସଚିବ ପ୍ରଫେସର ଜ୍ଞାନ ରଞ୍ଜନ ମହାନ୍ତି ପ୍ରମୁଖ ଯୋଗଦେଇ ଛାତ୍ରଛାତ୍ରମାନଙ୍କୁ ଲୋହଡି ଶୁଭେଛା ଜଣାଇଥିଲେ। ପରେ ପଞ୍ଜାବୀ ଛାତ୍ରଛାତ୍ରୀମାନଙ୍କ ଦ୍ୱାରା ବିଭିନ୍ନ ନାଚଗୀତ ଓ ସାଂସ୍କୃତିକ କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା। କାର୍ଯ୍ୟକ୍ରମରେ କିଟ୍‌ର ବହୁ ଅଧିକାରୀ ଓ ଛାତ୍ରଛାତ୍ରୀ ଯୋଗ ଦେଇଥିଲେ ।

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.