ରାଜ୍ୟ

ଶ୍ରୀମନ୍ଦିର ସେବାୟତ ଶମ୍ଭୁନାଥ ଖୁଣ୍ଟିଆଙ୍କ ନାଁରେ ଏତଲା ଦେଲେ ଲୋକନାଥ ମନ୍ଦିର ସେବାୟତ ନିଯୋଗ ସମ୍ପାଦକ

ପୁରୀ(କେନ୍ୟୁଜ୍):  ସେବାୟତ ଶମ୍ଭୁନାଥ ଖୁଣ୍ଟିଆଙ୍କ ନାଁରେ ବାସେଳୀ ସାହି ଥାନାରେ ଏତଲା । ଲୋକନାଥ ମନ୍ଦିର ସେବାୟତ ନିଯୋଗ ସମ୍ପାଦକ ସନ୍ତୋଷ କୁମାର ପଣ୍ଡାଙ୍କ ପକ୍ଷରୁ ଏତଲା। ସେବାୟତ ଶମ୍ଭୁନାଥ ଖୁଣ୍ଟିଆ ସୋସିଆଲ ମିଡିଆରେ ଶ୍ରୀଲୋକନାଥ ମନ୍ଦିର ସେବାୟତ ଓ ଶ୍ରୀମନ୍ଦିର ସେବାୟତ ମଧ୍ୟରେ ଫାଟ ସୃଷ୍ଟି ସହ ଶାନ୍ତି ନଷ୍ଟ କରିବା ପାଇଁ ପୋଷ୍ଟ କରିଥିବା ଅଭିଯୋଗ ହୋଇଛି । ଏ ନେଇ ଏତଲା ସହ ଶ୍ରୀଲୋକନାଥ ଟ୍ରଷ୍ଟ ବୋର୍ଡ ସଭାପତିଙ୍କ ନିକଟରେ ମଧ୍ୟ ଅଭିଯୋଗ ହୋଇଛି ।

Sasmita

Recent Posts

ଚାନ୍ଦବାଲି ପୋଲିସର ବର୍ବରତା: ଥାନା ଆଗରେ ମହିଳାଙ୍କୁ ନିର୍ଧୁମ ମାଡ଼

ଚାନ୍ଦବାଲି: ବର୍ବରତାର ସୀମା ଟପିଛି ଭଦ୍ରକ ଜିଲ୍ଲା ଚାନ୍ଦବାଲି ପୋଲିସ୍ । ଯାହାର ଭିଜୁଆଲ୍ କ୍ୟାମେରାରେ କଏଦ ହୋଇଥିଲେ ସୁଦ୍ଧା…

20 mins ago

ଜାଣନ୍ତୁ ଆଜିର ପେଟ୍ରୋଲ ଓ ଡିଜେଲ ଦର

ଭୁବନେଶ୍ୱରରେ ଆଜି ପେଟ୍ରୋଲ ଦର ୧୦୧ ଟଙ୍କା ୦୫ ପଇସା ରହିଥିବା ବେଳେ ଡିଜେଲ ଦାମ୍ ପ୍ରତି ଲିଟର ପିଛା…

30 mins ago

ଆସନ୍ତାକାଲି ଭାରତ-ଇଂଲଣ୍ଡ ଟି୨୦ ବିଶ୍ୱକପ୍ ସେମିଫାଇନାଲ ଲଢ଼େଇ

କାଲି ଭାରତ-ଇଂଲଣ୍ଡ ଟି୨୦ ବିଶ୍ୱକପ୍ ସେମିଫାଇନାଲ ଲଢ଼େଇ । ୨୦୨୨ ପରାଜୟର ବଦଲା ନେବାକୁ ପ୍ରସ୍ତୁତ ରୋହିତ ବାହିନୀ ।…

1 hour ago

ଆଜି ଅନୁଷ୍ଠିତ ହେବ ରଥଯାତ୍ରାର ଦ୍ୱିତୀୟ ସମ୍ମନ୍ୱୟ ବୈଠକ

ପୁରୀ: ଆଜି ଅନୁଷ୍ଠିତ ହେବ ରଥଯାତ୍ରାର ଦ୍ୱିତୀୟ ସମ୍ମନ୍ୱୟ ବୈଠକ । ପୁରୀ ପୌରସଦନ ଠାରେ ଆଇନ ମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ…

1 hour ago

ଜାଣନ୍ତୁ ସୁନା ଦର କେତେ ରହିଛି ଆଜି

ଜାଣନ୍ତୁ, କେତେ ରହିଛି ଆଜି ସୁନା ଦର । ଯଦି ଆପଣ ବିବାହ ସିଜିନରେ ଶସ୍ତାରେ ସୁନା କିଣିବାକୁ ଚାହାଁନ୍ତି…

1 hour ago

ଭିଜିଲାନ୍ସ ଜାଲରେ ଆରଆଇ: ୭ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରାପଡିଲେ

ଭଞ୍ଜନଗର: ଭିଜିଲାନ୍ସ ଜାଲରେ ଆରଆଇ । ୭ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରିଲା ଭିଜିଲାନ୍ସ । ଗଂଜାମ…

2 hours ago