କଣ୍ଠ ଶିଳ୍ପୀ ସୌରୀନ ଭଟ୍ଟଙ୍କ ବିରୁଦ୍ଧରେ ଲୁକ୍ ଆଉଟ ସର୍କୁଲାର । ଲୁକ୍ ଆଉଟ ସର୍କୁଲାର ଜାରି କଲା କଟକ କମିଶନରେଟ ପୋଲିସ । ସୌରୀନଙ୍କୁ ପାଉନି ପୋଲିସ। କୋଲକତା ପୋଲିସ ସହାୟତାରେ ରେଡ୍ କରିଥିଲା କଟକ କମିଶନରେଟ ପୋଲିସ। ଏନେଇ କଟକରୁ କୋଲକାତା ଯାଇଥିଲେ ୪ଜଣିଆ ପୋଲିସ ଟିମ୍ ।
ସୌରୀନଙ୍କ ଘର ସମେତ ତିନୋଟି ସ୍ଥାନରେ ରେଡ଼ କରିଥିଲା ପୋଲିସ। ତେବେ କୋଲକାତାରୁ ଖାଲି ହାତରେ ଫେରିଛି ପୋଲିସ ଟିମ। କଟକ ମହିଳା ଥାନାରେ ଜଣେ ଯୁବତୀଙ୍କ ଏତଲା ଆଧାରରେ ସୌରୀନଙ୍କ ବିରୁଦ୍ଧରେ ରୁଜୁ ହୋଇଛି ମାମଲା। ନିକଟ ଅତୀତରେ ସୌରୀନଙ୍କ ଆଗୁଆ ଜାମିନ ଆବେଦନକୁ ଖାରଜ କରିଥିଲେ ଓଡ଼ିଶା ହାଇକୋର୍ଟ ।
ମେଷ: ଶୁଭ ସମାଚାର ମିଳିପାରେ । ଛାତ୍ରଛାତ୍ରୀମାନେ ପଢାପଢିରେ ପରିବର୍ତ୍ତନ ଆଣିବେ । ଅଫିସ୍ କାର୍ଯ୍ୟରେ ବିଳମ୍ବ ହେବ ।…
ବ୍ରହ୍ମପୁର : ଦିଗପହଣ୍ଡି ଥାନା ଭୀଷ୍ମଗିରୀରେ ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ ।…
ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ। ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ କହି, ଡାକ୍ତରମାନଙ୍କୁ ଏହି ଉପଦେଶ…
ଭୁବନେଶ୍ୱର: ରାଜ୍ୟରେ ନୂଆ ମୁଖ୍ୟ ସଚିବ ହେବେ କି ମନୋଜ ଆହୁଜା? ଏହାକୁ ନେଇ ଜୋର ଧରିଛି ଚର୍ଚ୍ଚା ।…
ଭଦ୍ରକ (କେନ୍ୟୁଜ୍) : ଭଦ୍ରକରେ ଜିଲ୍ଲା ସ୍ତରୀୟ ଆର୍ଟ ଅଫ ଗିଭିଂ ଦିବସ ସମାରୋହରେ ପାଳିତ ହୋଇଯାଇଛି । ଜିଲ୍ଲା…
ମାତୃତ୍ୱ ଛୁଟି ଉପରେ ସରକାରଙ୍କର ବଡ଼ ନିଷ୍ପତ୍ତି । ସରୋଗେସି ମାଧ୍ୟମରେ ମାଆ ହେବାକୁ ଥିବା ମହିଳାମାନଙ୍କ ପାଇଁ ଖୁସି…