Categories: ରାଜ୍ୟ

ବେଗୁନିଆ : ଭୂଜାଲିରେ ଆକ୍ରମଣ କରି ଟଙ୍କା ଲୁଟିନେଲେ ଦୁର୍ବୃତ୍ତ

ଖୋର୍ଦ୍ଧା ଜିଲ୍ଲା ବେଗୁନିଆ କଳାପଥର ଭାପୁର ରାସ୍ତାରେ ପୁଣି ଲୁଟ୍ । ଦିନ ଦ୍ୱିପ୍ରହରରେ ଅନ୍ନପୂର୍ଣ୍ଣା ମାଇକ୍ରୋ ଫାଇନାନ୍ସ ସଂସ୍ଥାର ଜଣେ କର୍ମଚାରୀ ଭୁବନେଶ୍ୱର ଫେରୁଥିଲେ । ଚାରି ଜଣ ଦୁର୍ବୃତ୍ତ ଦୁଇଟି ବାଇକରେ ଆସି ତାଙ୍କୁ ଭୁଜାଲିରେ ଆକ୍ରମଣ କରିବା ସହ ୧ଲକ୍ଷ ଟଙ୍କା ଲୁଟି ନେଇଥିବା ଅଭିଯୋଗ ହୋଇଛି । ବାଙ୍କୋଇ ଫାଣ୍ଡି ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି । ଅନ୍ୟପଟେ ଦୁଇଦିନ ପୂର୍ବରୁ ଏହି ଅଞ୍ଚଳରେ ଏକ ଏଟିଏମ ଗାଡି ଉପରକୁ ବୋମାମାଡ କରି କିଛି ଦୁର୍ବୃତ୍ତ ୧ଲକ୍ଷ ଟଙ୍କା ଲୁଟି ନେଇଥିବା ବେଳେ ,କୋଦବେରଣୀଠାରେ ଜଣେ ନାବାଳକକୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଥିଲା ।

KNews Bureau

Recent Posts

ଟ୍ରକକୁ ଧକ୍କା ଦେଇ ଜଳିଗଲା ଆମ୍ବୁଲାନ୍ସ, ରୋଗୀ ସମେତ ୪ ଗୁରୁତର

ଜଳେଶ୍ବର (କେନ୍ୟୁଜ): ଟ୍ରକକୁ ଧକ୍କା ଦେଇ ଜଳିଗଲା ଆମ୍ବୁଲାନ୍ସ । ରୋଗୀ ସମେତ ୪ ଜଣ ଆମ୍ବୁଲାନ୍ସ କର୍ମଚାରୀ ଗୁରୁତର…

3 mins ago

ଅଣସର ନୀତି: ଜ୍ବରରେ ଆକ୍ରାନ୍ତ ମହାପ୍ରଭୁ, ପୂଜା ପାଇବେ ପଟି ଦିଅଁ

ପୁରୀ (କେନ୍ୟୁଜ): ଅତ୍ୟଧିକ ସ୍ନାନଯୋଗୁ ମହାପ୍ରଭୁ ଏବେ ଅସୁସ୍ଥ।  ଗତକାଲି ସ୍ନାନବେଦିରେ ୧୦୮ ଗରା ସୁବାସିତ ଜଳରେ ସ୍ନାନ ପରେ…

18 mins ago

ଅଣସର ଘରେ ମହାପ୍ରଭୁ, ଆଜିଠୁ ଅଲାରନାଥ ଦର୍ଶନ

ବ୍ରହ୍ମଗିରି (କେନ୍ୟୁଜ): ଆଜି ଠାରୁ ମହାପ୍ରଭୁ ଅଲାରନାଥଙ୍କ ଅଣସର ଦର୍ଶନ । ଚଳିତ ବର୍ଷ ୧୩ଦିନ ଧରି ଚାଲିବ ଏହି…

30 mins ago

ନିଟ୍ ପ୍ରଶ୍ନପତ୍ର ଲିକ୍ ବିବାଦ ମାମଲାରେ ବଡ଼ ଘୋଷଣା, CBIକୁ ତଦନ୍ତ ଭାର ହସ୍ତାନ୍ତର

ନୂଆଦିଲ୍ଲୀ : ଥମୁନି ନିଟ୍ ବିବାଦ । ନିଟ୍ ପ୍ରଶ୍ନପତ୍ର ଲିକ୍ ବିବାଦ ମାମଲାରେ କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା…

31 mins ago

ଆଜିର ରାଶିଫଳ : ଆଜି ଏହି ରାଶିର ଲୋକଙ୍କୁ କିଛି ନୂଆ କାର୍ଯ୍ୟ କରିବାକୁ ମିଳିବ, ବନ୍ଧୁଙ୍କ ସହ ଖୁସିର ସମୟ କାଟିବେ

ମେଷ: ଆଜି ଆପଣଙ୍କ ପାଇଁ ଦିନଟି ମିଶ୍ରିତ ରୂପେ ଲାଭଦାୟକ ରହିବ । ପାରିବାରିକ ସମ୍ପର୍କ ମଧୁର ହେବ ।…

8 hours ago

ସମ୍ଭାବ୍ୟ ବନ୍ୟା ପରିଚାଳନାର ପ୍ରସ୍ତୁତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀଙ୍କ ମୌସୁମୀ ଋତୁରେ ସମ୍ଭାବ୍ୟ ବନ୍ୟା ପରିଚାଳନାର ପ୍ରସ୍ତୁତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ। ଜଳସମ୍ପଦ ବିଭାଗର ବରିଷ୍ଠ…

8 hours ago