Below header

ଯବାନଙ୍କ ଘରୁ ଲୁଟ୍‌: ଶୋଇଥିବା ବେଳେ କଳାକନା ବୁଲାଇଲେ ଦୁର୍ବୃତ୍ତ, ୬୦ ହଜାର ଟଙ୍କା ସହ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର ଲୁଟି ନେଲେ

କାମାକ୍ଷାନଗର: ଯବାନଙ୍କ ଘରୁ ଲୁଟ୍‌ । ଶୋଇଥିବା ବେଳେ ଘରେ କଳାକନା ବୁଲାଇଲେ ଦୁର୍ବୃତ୍ତ । ଢେଙ୍କାନାଳ ଜିଲ୍ଲା ଭୁବନ ଥାନା ପଳାଶପିଠିଆ ଗାଁରେ ବଡ ଧରଣର ଲୁଟ୍‌ ହୋଇଥିବା ଅଭିଯୋଗ ହୋଇଛି ।

ଗତକାଲି ବିଳମ୍ବିତ ରାତିରେ ପୂର୍ବତନ ସିଆରପିଏଫ ଯବାନ ବିରଞ୍ଜି ମହାପାତ୍ରଙ୍କ ଘରୁ ଲୁଟ ହୋଇଛି। ନଗଦ ୬୦ ହଜାର ଟଙ୍କା ସହ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର ଲୁଟି ନେଇଛନ୍ତି । ଘଟଣାସ୍ଥଳରେ ଭୁବନ ପୋଲିସ୍‌ ପହଞ୍ଚି ଛାନଭିନ୍‌ ଆରମ୍ଭ କରିଛି  ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.