Categories: ରାଜ୍ୟ

କେନ୍ଦୁଝର: ଅଧ୍ୟାପକଙ୍କ ଘରେ ଡକାୟତି

କେନ୍ଦୁଝର(କେନ୍ୟୁଜ୍): ଅଧ୍ୟାପକଙ୍କ ଘରେ ଡକାୟତି । ଡକାୟତଙ୍କ ଆକ୍ରମଣରେ ଅଧ୍ୟାପକ ଗୁରୁତର । ଘଷିପୁରା ଥାନା ଶୈଲଙ୍ଗ ଛକ ନିକଟରେ ପିପିଳିଆ କଲେଜର ଅଧ୍ୟାପକଙ୍କ ଘରେ ଡକାୟତି । ଡକାୟତମାନେ ଅଧ୍ୟାପକ ସମୀର ସାହୁଙ୍କ ଘରେ ପଶି ତାଙ୍କୁ କାବୁ କରିବାକୁ ଚେଷ୍ଟା କରିଥିଲେ । ସମୀରଙ୍କ ପୁଅ ଆସି ବାପାଙ୍କୁ ରକ୍ଷା କରିବାକୁ ଯାଇ ଡକାୟତଙ୍କ ସହ ଧସ୍ତାଧସ୍ତି ହୋଇଥିଲା। ପରେ ଭୁଜାଲିରେ ସମୀରଙ୍କୁ ଆକ୍ରମଣ କରିଥଲେ। ତେବେ ଘରଲୋକଙ୍କ ପାଟିଶୁଣି ପଡ଼ୋଶୀ ମାନେ ଆସିଯିବାରୁ ଡକାୟତମାନେ ଫେରାର ହୋଇଯାଇଥିଲେ। ଅଧ୍ୟାପକଙ୍କୁ ଗୁରୁତର ଅବସ୍ଥାରେ ଆନନ୍ଦପୁର ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ଆନନ୍ଦପୁର ପୋଲିସ ପହଞ୍ଚି ଘଟଣାର ତଦନ୍ତ କରୁଛି ।

KNews Bureau

Recent Posts

ରିଲିୟାନ୍ସ ଜିଓ ସେବା ଡାଉନ, ସୋସିଆଲ ମିଡିଆରେ ଅସନ୍ତୋଷ ପ୍ରକାଶ କଲେ ୟୁଜର୍ସ

ସମଗ୍ର ଦେଶରେ ଲୋକମାନେ ଦାବି କରୁଛନ୍ତି ଯେ ସେମାନଙ୍କର ଜିଓ ସେବା କାମ କରୁନାହିଁ । ସେମାନେ କହୁଛନ୍ତି ଯେ,…

13 mins ago

ଘାଇଲା କରୁଛି ପାଗଳ ବିଲୁଆ, ଘରୁ ବାହାରିବାକୁ ଡରୁଛନ୍ତି ଲୋକେ

କାକଟପୁର (କେନ୍ୟୁଜ): ପାଗଳ ବିଲୁଆ ଆତଙ୍କରେ ଥରହର ହେଉଛନ୍ତି ଗାଁ ଲୋକେ । ଅସ୍ତରଙ୍ଗ ନିକଟ ବେଗୁନିଆବସ୍ତ ଗାଁରେ ଏକ…

44 mins ago

ସର୍ବଭାରତୀୟ କବାଡି ପ୍ରତିଯୋଗୀତା ଉଦଯାପିତ, ମହିଳାରେ କିଟ ଏବଂ ପୁରୁଷରେ ସାଉଥ୍ ଇଷ୍ଟର୍ଣ୍ଣ ରେଲୱେ ଦଳ ଚାମ୍ପିଅନ୍

ଯାଜପୁର (କେନ୍ୟୁଜ) : ଚାଲିଛି ସଂଘର୍ଷପୂର୍ଣ୍ଣ ଲଢେଇ । କର ବା ମର ପରିସ୍ଥିତି । ଏପଟେ ଗ୍ୟାଲେରୀରେ ଦର୍ଶକଙ୍କ…

46 mins ago

ପ୍ରଚଣ୍ଡ ଗୁଳୁଗୁଳି ପରେ ବଦଳିଲା ପାଗ, ରାଜଧାନୀରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା

ଭୁବନେଶ୍ୱର : ପ୍ରଚଣ୍ଡ ଗୁଳୁଗୁଳି ପରେ ବଦଳିଲା ପାଗ  । ରାଜଧାନୀରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା  । ଅସହ୍ୟ…

49 mins ago

ଅମରନାଥ ଯାତ୍ରା ପାଇଁ ହେଲିକପ୍ଟର ସେବା ଲାଗି ବୁକିଂ ଆରମ୍ଭ

ବାବାଙ୍କ ଭକ୍ତିରେ ଲୀନ ଶ୍ରଦ୍ଧାଳୁ । ସମସ୍ତଙ୍କ ମୁହଁରେ ଗୋଟାଏ ଶଦ୍ଦ ବାବା.. ଭୋଲେନାଥ.. । ଦେବ ଦେବ ମହାଦେବଙ୍କୁ…

56 mins ago

ଇରାନ୍‌: ହସ୍ପିଟାଲରେ ଲାଗିଲା ଭୟଙ୍କର ନିଆଁ, ଦେଖୁ ଦେଖୁ ଜଳିଗଲେ ୯ ଜଣ ରୋଗୀ; ତଦନ୍ତ ପାଇଁ ନିର୍ଦ୍ଦେଶ

ଇରାନ୍‌ର ଉତ୍ତର ଭାଗରେ ଥିବା ଏକ ହସ୍ପିଟାଲରେ ଭୟାବହ ଅଗ୍ନିକାଣ୍ଡ ଘଟିଛି । ଏଥିରେ ୯ ଜଣ ରୋଗୀଙ୍କର ମୃତ୍ୟୁ…

1 hour ago