Categories: ରାଜ୍ୟ

କାର୍ କାଚ ଭାଙ୍ଗି ଲୁଟ୍ କରୁଥିବା ବେଳେ ଚୋରକୁ ଧରି ଛେଚିଲେ ଲୋକେ

ଭୁବନେଶ୍ବର (କେନ୍ୟୁଜ୍) : ଭୁବନେଶ୍ବର ଲିଙ୍ଗରାଜ ଥାନା ଅଞ୍ଚଳର ଘଟଣା । ଆଜି ଦିନ ବେଳା ଦୁଇ ଜଣ ଲୁଟେରା ଗୋଟିଏ କାର୍ କାଚ ଭାଙ୍ଗି ସେଥିରୁ ଲୁଟ୍ କରୁଥିବା ବେଳେ ସ୍ଥାନୀୟ ଲୋକଙ୍କ ହାତରେ ଧରାପଡ଼ିଥିଲେ । ସେମାନେ ଦୌଡ଼ି ପଳାଇବାକୁ ଚେଷ୍ଟା କରୁଥିବା ବେଳେ ଲୋକେ କାବୁ କରିନେଇଥିଲେ । ଜଣେ ଖସି ଯାଇଥିବା ବେଳେ ଆର ଜଣକୁ ପ୍ରବଳ ଛେଚିଥିଲେ ଲୋକେ । ପରେ ପୋଲିସକୁ ହସ୍ତାନ୍ତର କରିଥିଲେ । ତେବେ ଲିଙ୍ଗରାଜ ଥାନା ଅଧିକାରୀ କିନ୍ତୁ ମନା କଲେ ଆମ ଅଞ୍ଚଳର ମାମଲା ନୁହେଁ । ଯାହାକୁ ନେଇ ସ୍ଥାନୀୟ ଅଞ୍ଚଳରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଥିଲା ।

କେବଳ ଲିଙ୍ଗରାଜ ଥାନା ଅଞ୍ଚଳ ନୁହେଁ ରାଜଧାନୀର ଅନ୍ୟ ଅଞ୍ଚଳରେ ମଧ୍ୟ ଏଭଳି ଘଟଣା ଘଟୁଥିବା ବେଳେ ପୋଲିସ୍ ଠିକଣା ପଦକ୍ଷେପ ନେଉନଥିବା ଲୋକେ ଅଭିଯୋଗ କରିଛନ୍ତି । ଦାଶହରା ପୂର୍ବରୁ ଏଭଳି ଅପରାଧୀଙ୍କ ଉପରେ ନଜର ରଖିଛି ବୋଲି ପୋଲିସ୍ କହୁଥିବା ବେଳେ ବାସ୍ତବ କ୍ଷେତ୍ରରେ କିନ୍ତୁ ସୁରକ୍ଷା ଦେଖିବାକୁ ମିଳୁ ନାହିଁ ।

KNews Bureau

Recent Posts

ଅଣସର ନୀତି: ଜ୍ବରରେ ଆକ୍ରାନ୍ତ ମହାପ୍ରଭୁ, ପୂଜା ପାଇବେ ପଟି ଦିଅଁ

ପୁରୀ (କେନ୍ୟୁଜ): ଅତ୍ୟଧିକ ସ୍ନାନଯୋଗୁ ମହାପ୍ରଭୁ ଏବେ ଅସୁସ୍ଥ।  ଗତକାଲି ସ୍ନାନବେଦିରେ ୧୦୮ ଗରା ସୁବାସିତ ଜଳରେ ସ୍ନାନ ପରେ…

1 min ago

ଅଣସର ଘରେ ମହାପ୍ରଭୁ, ଆଜିଠୁ ଅଲାରନାଥ ଦର୍ଶନ

ବ୍ରହ୍ମଗିରି (କେନ୍ୟୁଜ): ଆଜି ଠାରୁ ମହାପ୍ରଭୁ ଅଲାରନାଥଙ୍କ ଅଣସର ଦର୍ଶନ । ଚଳିତ ବର୍ଷ ୧୩ଦିନ ଧରି ଚାଲିବ ଏହି…

14 mins ago

ନିଟ୍ ପ୍ରଶ୍ନପତ୍ର ଲିକ୍ ବିବାଦ ମାମଲାରେ ବଡ଼ ଘୋଷଣା, CBIକୁ ତଦନ୍ତ ଭାର ହସ୍ତାନ୍ତର

ନୂଆଦିଲ୍ଲୀ : ଥମୁନି ନିଟ୍ ବିବାଦ । ନିଟ୍ ପ୍ରଶ୍ନପତ୍ର ଲିକ୍ ବିବାଦ ମାମଲାରେ କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା…

15 mins ago

ଆଜିର ରାଶିଫଳ : ଆଜି ଏହି ରାଶିର ଲୋକଙ୍କୁ କିଛି ନୂଆ କାର୍ଯ୍ୟ କରିବାକୁ ମିଳିବ, ବନ୍ଧୁଙ୍କ ସହ ଖୁସିର ସମୟ କାଟିବେ

ମେଷ: ଆଜି ଆପଣଙ୍କ ପାଇଁ ଦିନଟି ମିଶ୍ରିତ ରୂପେ ଲାଭଦାୟକ ରହିବ । ପାରିବାରିକ ସମ୍ପର୍କ ମଧୁର ହେବ ।…

7 hours ago

ସମ୍ଭାବ୍ୟ ବନ୍ୟା ପରିଚାଳନାର ପ୍ରସ୍ତୁତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀଙ୍କ ମୌସୁମୀ ଋତୁରେ ସମ୍ଭାବ୍ୟ ବନ୍ୟା ପରିଚାଳନାର ପ୍ରସ୍ତୁତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ। ଜଳସମ୍ପଦ ବିଭାଗର ବରିଷ୍ଠ…

8 hours ago

ଶିକ୍ଷା ମନ୍ତ୍ରୀଙ୍କ ଅଚାନକ ବିଦ୍ୟାଳୟ ପରିଦର୍ଶନ, ବିଭିନ୍ନ ସମସ୍ୟା ପଚାରି ବୁଝିଲେ

ଉମରକୋଟ: ଶିକ୍ଷା ମନ୍ତ୍ରୀଙ୍କ ଅଚାନକ ବିଦ୍ୟାଳୟ ପରିଦର୍ଶନ । ନବରଙ୍ଗପୁର ଜିଲ୍ଲା ଉମରକୋଟ ସ୍ଥିତ ସରକାରୀ ପ୍ରାଥମିକ ବିଦ୍ୟାଳୟ ଡାଙ୍ଗରୀଗୁଡାକୁ…

9 hours ago