ପୁରୀ(କେନ୍ୟୁଜ୍): କୋଭିଡ କଟକଣାରେ ହେବ ପୁରୀରେ ମହାପ୍ରଭୁଙ୍କ ବାହାର ଚନ୍ଦନ ଯାତ୍ରା । ସର୍ବନିମ୍ନ ଲୋକଙ୍କୁ ନେଇ ହେବ ଚନ୍ଦନଯାତ୍ରା । ୧୧ରେ ବସିବ ଛତିଶା ନିଯୋଗ ବୈଠକ । ଏହା ପୂର୍ବରୁ ଜିଲ୍ଲାପାଳ ବୈଠକ କରି ଚନ୍ଦନଯାତ୍ରାରେ ସାମିଲ ହେବାକୁ ଥିବା ସର୍ବନିମ୍ନ ଲୋକଙ୍କ ତାଲିକା ପ୍ରସ୍ତୁତ ହେବ । ଗତବର୍ଷ କରୋନା ମହାମାରୀ ଯୋଗୁ ବାହାର ଚନ୍ଦନଯାତ୍ରା ଶ୍ରୀମନ୍ଦିର ଭିତରେ ଅନୁଷ୍ଠିତ ହୋଇଥିଲା ।
ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡ. କ୍ରିଷନ କୁମାରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଭର୍ଚୁଆଲ ବୈଠକରେ କୋଭିଡ୍ ପରିଚାଳନା ମଧ୍ୟ ଆଲୋଚନା କରାଯାଇଛି । ସେବାୟତଙ୍କ ଟିକାକରଣ ପାଇଁ ଘରକୁ ଘର ବୁଲି ସର୍ଭେ କରାଯିବ । ଆବଶ୍ୟକ ପଡ଼ିଲେ ଆଉ ଏକ ଟିକାକରଣ କେନ୍ଦ୍ର ଖୋଲାଯିବ । କୋଭିଡ୍ ପରିଚାଳନା ନେଇ ଗଠିତ ସାତଜଣିଆ ଟିମ୍ ଓ ଅଧିକାରୀ ମାନଙ୍କ ସହ ଆଲୋଚନା କରାଯାଇଛି ।
Windows ଏବଂ Split ACରେ ଅଗ୍ନିକାଣ୍ଡ ଏବଂ ବିସ୍ଫୋରଣର ଅନେକ ଘଟଣା ଗତ କିଛି ଦିନ ମଧ୍ୟରେ ସାମ୍ନାକୁ ଆସିଛି…
ଭୁବନେଶ୍ୱର : ବିଧାନସଭାରେ ଚାଲିଛି ନବ ନିର୍ବାଚିତ ବିଧାକୟଙ୍କ ଶପଥ ଉତ୍ସବ । ପ୍ରଥମେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ବିଧାୟକ…
ଉଦ୍ଘାଟନ ପୂର୍ବରୁ ଭୁଶୁଡ଼ି ପଡ଼ିଲା ବ୍ରିଜ୍ । ବିହାରର ଅରାରିଆର ସିକଟିରେ ବକରା ନଦୀରେ ନିର୍ମିତ ବ୍ରିଜ୍ ମଙ୍ଗଳବାର ଭୁଶୁଡ଼ି…
କାକଟପୁର : ଦେବୀ ନଦୀରେ ଗାଧୋଇବା ସମୟରେ ନଦୀରେ ବୁଡି ତିନିଜଣ ନାବାଳକଙ୍କ ମୃତ୍ୟୁ। ମୃତକ ନାବାଳକ ସମସ୍ତେ ଗୋଟିଏ…
ଆଜି ବିବାହ ବନ୍ଧନରେ ବାନ୍ଧି ହେବେ ମହାପ୍ରଭୁ ଶ୍ରୀଜଗନ୍ନାଥ ଓ ମା' ଲକ୍ଷ୍ମୀ । ଆଉ କିଛି ସମୟ ପରେ…
ଭୁବନେଶ୍ୱର(କେନ୍ୟୁଜ୍): ଆଜି ଶପଥ ନେଇଛନ୍ତି ରାଜ୍ୟର ସମସ୍ତ ନବନିର୍ବାଚିତ ବିଧାୟକ । ଆଜି ବିଧାନସଭାର ୩ ଦିନିଆ ସ୍ୱତନ୍ତ୍ର ଅଧିବେଶନରେ…