Below header

ଆସନ୍ତାକାଲି ଶ୍ରୀବିଗ୍ରହଙ୍କ ବନକଲାଗି ନୀତି : ଅପରାହ୍ନ ୫ରୁ ୯ଟା ପର୍ଯ୍ୟନ୍ତ ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

ପୁରୀ (କେନ୍ୟୁଜ): ଆସନ୍ତାକାଲି ମାର୍ଗଶିର-ଶୁକ୍ଳ ସପ୍ତମୀ ତିଥି ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ଏଣୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଆପାତତଃ ଅପରାହ୍ନ ୫ଟାରୁ ରାତ୍ର ୯ ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.