ଘଟଗାଁ (କେନ୍ୟୁଜ୍) : ଆଜି ମହାବିଷୁବ ସଙ୍କ୍ରାନ୍ତି ବା ପଣା ସଙ୍କ୍ରାନ୍ତି । କେନ୍ଦୁଝର ଜିଲ୍ଲାର ଅଧିଷ୍ଠାତ୍ରୀ ଦେବୀ ମାଆ ତାରିଣୀଙ୍କ ପୀଠରେ ଲକ୍ଷାଧିକ ଭକ୍ତଙ୍କ ଭିଡ ଜମୁଛି। ଆଜି ସକାଳ ୫ଟାରୁ ଦେହୁରୀମାନେ ମାଜଣା କରିବା ପରେ ମାଆଙ୍କ ସ୍ନାନ କାର୍ୟ୍ୟ ସମାପନ କରିଥିଲେ । ପରେ ମାଆଙ୍କ ସୁନାବେଶ କରାଯାଇଥିଲା। ସେପଟେ ଭକ୍ତମାନେ ଶାନ୍ତିଶୃଙ୍ଖଳାରେ ଦର୍ଶନ କରିବା ପାଇଁ ୧୦ଟି ବ୍ୟାରିକେଡ୍ କରାଯିବା ସହ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି।
ଭୁବନେଶ୍ୱର: ଦିଲ୍ଲୀ ଯିବା ପୂର୍ବରୁ କୃଷି ବିଭାଗର ସମୀକ୍ଷା କଲେ କୃଷି ମନ୍ତ୍ରୀ ତଥା ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ…
ଲୋକସଭା ନିର୍ବାଚନ ପ୍ରଚାର ସମୟରେ ପରସ୍ପରକୁ କଟାକ୍ଷ କରୁଥିବା ନେତା ସଂସଦରେ ଆଜି ଭିନ୍ନ ରୂପରେ ନଜର ଆସିଥିଲେ ।…
କଣ୍ଟାବାଞ୍ଜି : କଂଟାବାଞ୍ଜି-ବଲାଙ୍ଗୀର ରାସ୍ତାରେ ଥିବା ଏକ ଠିପି ଖୋଲା ବିଦେଶୀ ମଦ ଦୋକାନରୁ ଚୋରୀ ହୋଇଥିବା ନେଇ କଣ୍ଟାବାଞ୍ଜି…
ପୁରୀ : ଆସନ୍ତା ୭ ତାରିଖରେ ପୁରୀ ବିଶ୍ବପ୍ରସିଦ୍ଧ ରଥଯାତ୍ରା । ଚଳିତ ବର୍ଷ ଦୁଇ ଦିନ ରଥଯାତ୍ରା ।…
ଜୁଲାଇରେ ହେବାକୁ ଥିବା ପ୍ୟାରିସ୍ ଅଲିମ୍ପିକ୍ସ ପାଇଁ ଭାରତୀୟ ହକି ଟିମ୍ ଘୋଷଣା ହୋଇଛି । ହରମନପ୍ରୀତ ସିଂହଙ୍କ ନେତୃତ୍ୱରେ…
ଭୁବନେଶ୍ୱର: ଗରମ ଓ ଗୁଳୁଗୁଳିରୁ ମିଳିଲା ଆଶ୍ବସ୍ତି । ଭୁବନେଶ୍ବର ଓ କଟକରେ ଝଡ଼ପବନ ସହ ବର୍ଷା । ରାଜଧାନୀର…