ଗଛରୁ ମିଳିଲା ପ୍ରେମୀ ଯୁଗଳଙ୍କ ଝୁଲନ୍ତା ମୃତଦେହ, ହତ୍ୟା ନା ଆତ୍ମହତ୍ୟା ଅସ୍ପଷ୍ଟ

ଜୟପୁର (କେନ୍ୟୁଜ୍) : ଝୁଲିପଡିଲେ ପ୍ରେମୀଯୁଗଳ। ଜୟପୁର ବୋରିଗୁମ୍ମା କୁଦୁରାରାଗୁଡ଼ା ଅଞ୍ଚଳରେ ପ୍ରେମୀ ଯୁଗଳଙ୍କ ମୃତଦେହ ଉଦ୍ଧାର କରାଯାଇଛି। ଆଜି ସକାଳେ ଗଛରେ ଝୁଲନ୍ତା ଅବସ୍ଥାରେ ମୃତଦେହ ଦେଖି ସ୍ଥାନୀୟଲୋକେ ପୋଲିସକୁ ଖବର ଦେଇଥିଲେ। ବୋରିଗୁମ୍ମା ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରୁଛି। ତେବେ ଏହା ହତ୍ୟା ନା ଆତ୍ମହତ୍ୟା ସେନେଇ କାରଣ ଜଣାପଡିନାହିଁ।

Leave A Reply

Your email address will not be published.