ଲଭ୍‌-ସେକ୍ସ-ଧୋକା : ବିବାହର ପ୍ରତିଶ୍ରୁତି ଦେଇ ଶାରୀରିକ ସମ୍ପର୍କ ରଖି ଯୁବକ ଫେରାର

ଭଦ୍ରକ (କେନ୍ୟୁଜ) : ଯୁବତୀଙ୍କୁ ବିବାହର ପ୍ରତିଶ୍ରୁତି ଦେବା ସହ ଶାରୀରିକ ସମ୍ପର୍କ ରଖି ଯୁବକ ଫେରାର । ଭଦ୍ରକ ବନ୍ତ ଅଞ୍ଚଳରୁ ଆସିଛି ଏଭଳି ଅଭିଯୋଗ । ଏନେଇ ଯୁବତୀ ଜଣକ ବନ୍ତ ଥାନାରେ ଅଭିଯୋଗ କରିବା ସହ ଏସପିଙ୍କୁ ଭେଟି ନ୍ୟାୟ ଦାବି କରିଛନ୍ତି । ସମ୍ପୃକ୍ତ ଯୁବକକୁ ତୁରନ୍ତ ଗିରଫ କରିବା ପାଇଁ ଥାନା ଅଧିକାରିଣୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ଏସପି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.