ରାଜ୍ୟ

ତ୍ରିକୋଣୀୟ ପ୍ରେମରୁ ହତ୍ୟା, ପ୍ରେମିକା ଆଗରେ ଯୁବକଙ୍କୁ ଖଣ୍ଡାରେ ହାଣିଲା ପ୍ରେମିକ

ଭୁବନେଶ୍ୱର (କେନ୍ୟୁଜ): ପ୍ରେମ ବ୍ୟାପରକୁ କେନ୍ଦ୍ର କରି ରାଜଧାନୀରେ ଗଡ଼ିଲା ମୁଣ୍ଡ । ତ୍ରିକୋଣୀୟ ପ୍ରେମରୁ ହତ୍ୟାକାଣ୍ଡ  । ପ୍ରେମିକା ଆଗରେ ଯୁବକଙ୍କୁ ଖଣ୍ଡାରେ ହାଣିଲା ପ୍ରେମିକ । ଏପରି ଘଟଣା ଲକ୍ଷ୍ମୀସାଗର ଥାନା ଚିନ୍ତାମଣିଶ୍ବର ଅଞ୍ଚଳରେ ଘଟିଛି । ଗତକାଲି ରାତି ସାଢେ ୧ଟାରେ ହୋଇଛି ଏହି ହତ୍ୟାକାଣ୍ଡ ।

ପୂର୍ବତନ ପ୍ରେମିକ ପିଙ୍କୁ ନାମକ ଅଭିଯୁକ୍ତ ଅଞ୍ଜନ ନାମକ ଯୁବକଙ୍କୁ ଖଣ୍ଡାରେ ହାଣିଥିବା ସୂଚନା ମିଳିଛି । ଅଞ୍ଜନଙ୍କୁ ପ୍ରଥମେ ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା ବେଳେ ସେଠାରେ ତାଙ୍କର ମୃତ୍ୟୁ ହୋଇଥିଲା । ମୃତ ଯୁବକଙ୍କ ଘର ଲକ୍ଷ୍ମୀସାଗର ଥାନା ଅନ୍ତର୍ଗତ ଚମ୍ପା ପୋଖରୀ ବୋଲି ଜଣାପଡିଛି । ସେ ଜଣେ କ୍ୟାଟରିଂ ବୟ ଭାବେ କାମ କରନ୍ତି । ଏହି ଘଟଣା ପରେ ପୁରୁଣା ପ୍ରେମିକ ଫେରାର ହୋଇଯାଇଛନ୍ତିି । ଘଟଣାସ୍ଥଳରେ ଲକ୍ଷ୍ମୀସାଗର ଥାନା ପୋଲିସ ପହଞ୍ଚି ତଦନ୍ତ ଜାରି କରିଛି ।

 

Barsha

Recent Posts

ଆଜିର ରାଶିଫଳ: ବିଦ୍ୟାର୍ଥୀଙ୍କ ପାଇଁ ଦିନଟି ଶୁଭ, ଛାତ୍ରଛାତ୍ରୀ ପାଠପଢ଼ାରେ ପରିବର୍ତ୍ତନ ଆଣିବେ

ମେଷ: ଶୁଭ ସମାଚାର ମିଳିପାରେ । ଛାତ୍ରଛାତ୍ରୀମାନେ ପଢାପଢିରେ ପରିବର୍ତ୍ତନ ଆଣିବେ । ଅଫିସ୍ କାର୍ଯ୍ୟରେ ବିଳମ୍ବ ହେବ ।…

4 hours ago

ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ

ବ୍ରହ୍ମପୁର : ଦିଗପହଣ୍ଡି ଥାନା ଭୀଷ୍ମଗିରୀରେ ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ ।…

6 hours ago

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ, ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ ଦେଲେ ସ୍ବାସ୍ଥ୍ୟମନ୍ତ୍ରୀ

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ। ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ କହି, ଡାକ୍ତରମାନଙ୍କୁ ଏହି ଉପଦେଶ…

6 hours ago

ଓଡ଼ିଶା ଫେରିବେ କେନ୍ଦ୍ର କୃଷି ସଚିବ ମନୋଜ ଆହୁଜା, ହେବେ କି ରାଜ୍ୟରେ ନୂଆ ମୁଖ୍ୟ ସଚିବ !

ଭୁବନେଶ୍ୱର: ରାଜ୍ୟରେ ନୂଆ ମୁଖ୍ୟ ସଚିବ ହେବେ କି ମନୋଜ ଆହୁଜା? ଏହାକୁ ନେଇ ଜୋର ଧରିଛି ଚର୍ଚ୍ଚା ।…

6 hours ago

‘ଡ. ସାମନ୍ତଙ୍କ ଭଳି ସମର୍ପିତ ହୋଇ କାର୍ଯ୍ୟ କଲେ ଆର୍ଟ ଅଫ ଗିଭିଂର ଯଥାର୍ଥତା ପ୍ରତିପାଦିତ ହୋଇ ପାରିବ’

ଭଦ୍ରକ (କେନ୍ୟୁଜ୍‌) : ଭଦ୍ରକରେ ଜିଲ୍ଲା ସ୍ତରୀୟ ଆର୍ଟ ଅଫ ଗିଭିଂ ଦିବସ ସମାରୋହରେ ପାଳିତ ହୋଇଯାଇଛି । ଜିଲ୍ଲା…

7 hours ago

ସରୋଗେସି ମାଧ୍ୟମରେ ମା’ ହେଲେ ବି ମିଳିବ ୬ ମାସ ଛୁଟି

ମାତୃତ୍ୱ ଛୁଟି ଉପରେ ସରକାରଙ୍କର ବଡ଼ ନିଷ୍ପତ୍ତି । ସରୋଗେସି ମାଧ୍ୟମରେ ମାଆ ହେବାକୁ ଥିବା ମହିଳାମାନଙ୍କ ପାଇଁ ଖୁସି…

7 hours ago