ନବରଙ୍ଗପୁର: ପ୍ରେମକୁ ମିଳଲାନି ସ୍ୱୀକୃତି, ଆତ୍ମହତ୍ୟା କଲେ ପ୍ରେମୀ ଯୁଗଳ

ନବରଙ୍ଗପୁର(କେନ୍ୟୁଜ୍): ପ୍ରେମକୁ ମିଳଲାନି ସ୍ୱୀକୃତି। ଆତ୍ମହତ୍ୟା କଲେ ପ୍ରେମୀ ଯୁଗଳ। ନବରଙ୍ଗପୁର ଜିଲ୍ଲା ଚନ୍ଦାହାଣ୍ଡି ବ୍ଲକ ଫଟକି ଗାଁରେ ଘଟିଛି ଏହି ଅଭାବନୀୟ ଘଟଣା। ପୁଅ ଓ ଝିଅ ଉଭୟ ଭିନ୍ନ ସଂପ୍ରଦାୟର ହୋଇଥିବାରୁ ଉଭୟଙ୍କ ପରିବାର ଲୋକେ ଏହାକୁ ବିରୋଧ କରୁଥିଲେ। ସେମାନଙ୍କ ପ୍ରେମକୁ ସ୍ୱୀକୃତି ଦେଇନଥିଲେ। ଶେଷରେ ଆତ୍ମହତ୍ୟାର ରାସ୍ତା ବାଛି ନେଇଥିଲେ ପ୍ରେମୀଯୁଗଳ। ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରୁଛି।

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.