ଭଦ୍ରକ(କେନ୍ଯୁଜ୍) : ଲଭ୍, ସେକ୍ସ, ଧୋକା। ପ୍ରଥମେ ଦୁଷ୍କର୍ମ। ପରେ ବିବାହର ପ୍ରତିଶୃତି ଦେଇ ଶାରିରୀକ ସମ୍ପର୍କ ଏବଂ ନିର୍ଯ୍ଯାତନା। ଭଦ୍ରକ ଜିଲ୍ଲା ଚାନ୍ଦବାଲି ଥାନା ଧାନକଣିଆ ଗାଁରୁ ଆସିଛି ଏହି ଅଭିଯୋଗ। ଗତ ୬ ମାସ ତଳେ ଧାନକଣିଆ ଗାଁର ନିରଞ୍ଜନ ମାଝି ନାମକ ଯୁବକ ସେହି ଗାଁର ଜଣେ ନାବାଳିକା ସହ ଘରେ କେହିନଥିବାବେଳେ ଦୁଷ୍କର୍ମ କରିଥିଲା। ପରେ ବିବାହର ପ୍ରତିଶୃତି ଦେଇ ନାବାଳିକାକୁ ତାମିଲନାଡୁ ନେଇ ପଳାଇଥିଲା। ସେଠାରେ ନିରଞ୍ଜନ ନାବାଳିକାକୁ ଉଭୟ ଶାରିରୀକ ଓ ମାନସିକ ନିର୍ଯ୍ଯାତନା ଦେଇଥିଲା ।
ବିଗିଡ଼ିଲା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲଙ୍କ ସ୍ୱାସ୍ଥ୍ୟାବସ୍ଥା । କୋର୍ଟ ରୁମ୍ରେ ତାଙ୍କ ସୁଗାର ସ୍ତର କମିଯାଇଥିବା ସୂଚନା ମିଳିଛି…
ବ୍ରିଟିଶ ପ୍ରଧାନମନ୍ତ୍ରୀ ରିଷି ସୁନକଙ୍କ ଉତ୍ତର ଇଂଲଣ୍ଡସ୍ଥିତ ଘରେ ୪ ଜଣ ଯୁବକ ବେଆଇନ ଭାବେ ପ୍ରବେଶ କରିଛନ୍ତି ।…
ପୁରୀ: ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି । ଚିଠି ଲେଖି ଅନୁରୋଧ କଲେ ବାଲୁକା ଶିଳ୍ପୀ…
ଦିଲ୍ଲୀର ଜଳ ଓ ଶିକ୍ଷା ମନ୍ତ୍ରୀ ଅତିଶୀ ବର୍ତ୍ତମାନ ହସ୍ପିଟାଲରେ ଅଛନ୍ତି । ତାଙ୍କ ସ୍ୱାସ୍ଥ୍ୟାବସ୍ଥା ବିଷୟରେ ପଚାରି ବୁଝିବା…
ଯାଜପୁର ଟାଉନ : ଚାରି ଫୁଟ୍ ଲମ୍ବର ନାଗ ସହ ସାତଟି ନାଗ ଛୁଆ ଉଦ୍ଧାର । ଦଶରଥପୁର ବ୍ଲକ…
ଉଦଳା: ଅଳିଆ ଭାବେ ପଡିଛି କୁଢ଼ କୁଢ଼ ସାଲାଇନ ଓ ଇଞ୍ଜେକସନ୍ । କିଛି ଏକ୍ସପାଏରୀ ହୋଇଛି ତ ଆଉ…