Below header

ସୃଷ୍ଟି ହେଲା ଲଘୁଚାପ: ପରବର୍ତ୍ତୀ ୪୮ ଘଣ୍ଟାରେ ଘନୀଭୂତ ହୋଇ ଅବପାତରେ ପରିଣତ ହେବା ସମ୍ଭାବନା

ଭୁବନେଶ୍ବର(କେନ୍ୟୁଜ): ସୃଷ୍ଟି ହେଲା ଲଘୁଚାପ । ଗତକାଲିର ସକ୍ରିୟ ଘୁର୍ଣ୍ଣିବଳୟ ପ୍ରଭାବରେ ଆଜି ଦକ୍ଷିଣ ଆଣ୍ଡାମାନ ସାଗର ଓ ପାର୍ଶ୍ୱବର୍ତ୍ତୀ ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି ।

ଏହି ଲଘୁଚାପ କ୍ଷେତ୍ର ଉତ୍ତର-ପଶ୍ଚିମ ଦିଗରେ ଗତି କରିବା ସହ ପରବର୍ତ୍ତୀ ୪୮ରେ ଘନୀଭୂତ ହୋଇ ଅବପାତରେ ପରିଣତ ହେବା ସମ୍ଭାବନା ରହିଛି । ଲଘୁଚାପ କ୍ଷେତ୍ର ସୃଷ୍ଟି ପରେ ଆଜି ସ୍ପଷ୍ଟ ହେବ ବାତ୍ୟା ଚିତ୍ର।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.