କେନ୍ୟୁଜ୍(ବ୍ୟୁରୋ): ବଙ୍ଗୋପସାଗରରେ ଆସୁଛି ଲଘୁଚାପ । ୨୪ ତାରିଖ ବେଳକୁ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଏବଂ ଓଡ଼ିଶା ଉପକୂଳରେ ସୃଷ୍ଟି ହେବ । ଏନେଇ ପୂର୍ବାନୁମାନ କରିଛି ପାଣିପାଗ ସଂସ୍ଥା ସ୍କାଏମେଟ୍ । ୨୩ ତାରିଖରେ ସଂପୃକ୍ତ କ୍ଷେତ୍ରରେ ସୃଷ୍ଟି ହେବ ଘୂର୍ଣ୍ଣିବଳୟ । ଏହା ଅଧିକ ଘନୀଭୂତ ହୋଇ ଲଘୁଚାପର ରୂପ ନେବ ।
ଏଥିପାଇଁ ପାଣିପାଗ ଅନୁକୂଳ ରହିଛି । ଲଘୁଚାପ ଖୁବ ଶୀଘ୍ର ଆଗକୁ ଗତି କରି ଓଡ଼ିଶା ସମେତ ଦେଶର କେନ୍ଦ୍ରୀୟ ଭାଗକୁ ମୁହାଁଇବ । ଏହାର ପ୍ରଭାବରେ ମୌସୁମୀ ପ୍ରବେଶ ତ୍ୱରାନ୍ଵିତ ହେବ। କେନ୍ଦ୍ରୀୟ ଓ ପଶ୍ଚିମ ଭାରତରେ ମୌସୁମୀ ପ୍ରବେଶ ସହଳ ହେବ ବୋଲି ପାଣିପାଗ ସଂସ୍ଥା ସ୍କାଏମେଟ ପକ୍ଷରୁ କୁହାଯାଇଛି । .
ମେଷ: ପାରିବାରିକ ପ୍ରତିଷ୍ଠା ବଢ଼ିବ । ବ୍ୟବସାୟିକ ଯୋଜନା ଫଳପ୍ରଦ ହେବ। ସାମାଜିକ ପ୍ରତିଷ୍ଠା ବଢ଼ିବ । ଜୀବନରେ କିଛି…
ଭୁବନେଶ୍ବର(କେନ୍ୟୁଜ୍): ସାରା ରାଜ୍ୟରେ ହିଟ୍ ୱେଭ ଜାରି ରହିଛି। ଅନେକ ସ୍ଥାନରେ ଅଂଶୁଘାତଜନିତ ମୃତ୍ୟୁ ଅଭିଯୋଗ ଆସୁଛି। ଏହାକୁ ଦୃଷ୍ଟିରେ…
ଭୁବନେଶ୍ବର(କେନ୍ୟୁଜ୍): ବହି କିଣିଲେ ମୁଖ୍ୟମନ୍ତ୍ରୀ । ଭୁବନେଶ୍ବର ମାଷ୍ଟରକ୍ୟାଣ୍ଟିନ ଯାଇ ବହି କିଣିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମଡର୍ଣ୍ଣ…
ମୟୂରଭଞ୍ଜ (କେନ୍ୟୁଜ୍): ମୟୂରଭଞ୍ଜ ଜିଲ୍ଲା ବଡ଼ସାହି ଥାନା ବେଲପାଳ ଗାଁରେ ପୋଲିସ ଉପରେ ଆକ୍ରମଣ ଘଟଣାରେ ୩୮ ଜଣ ଗିରଫ…
ଭାବ ଭକ୍ତିରେ ବନ୍ଧା ହେ ମହାବାହୁ …ତୁମ ଚନ୍ଦନ ଯାତ୍ରାରେ ଏଭଳି ଅଘଟଣ ଘଟିବ …ସେ ପୁଣି ତୁମେ ପ୍ରଭୁ…
ଭୁବନେଶ୍ୱର(କେନ୍ୟୁଜ୍): ପୁଣି ଚର୍ଚ୍ଚାକୁ ଆସିଲେ ଅଟୋ ଚାଳକ ଟୁଙ୍ଗୁରୁ ଭୋଳ । ପୂର୍ବରୁ ପରକୀୟା ପ୍ରୀତି ଅଭିଯୋଗରେ ଚର୍ଚ୍ଚାରେ ରହିଥିବା…