ଭୁବନେଶ୍ବର(କେନ୍ୟୁଜ୍): ଆଗାମୀ ୨୪ ଘଣ୍ଟାରେ ଲଘୁଚାପ। ବାଂଲାଦେଶ ଓ ସଂଲଗ୍ନ ଅଞ୍ଚଳରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ବାୟୁମଣ୍ଡଳରେ ସମୁଦ୍ର ପତ୍ତନ ଠାରୁ ୭.୬ କିଲୋମିଟର ଉଚ୍ଚତା ଯାଏଁ ବ୍ୟାପିଛି। ଏହାର ପ୍ରଭାବରେ ଆଗାମୀ ୨୪ଘଣ୍ଟା ମଧ୍ୟରେ ଉତ୍ତର ଓଡ଼ିଶା ଏବଂ ତାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଫଳରେ ରାଜ୍ୟରେ ବର୍ଷା ପରିମାଣ ବଢ଼ିବ । କିଛି ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି ।
ଆସନ୍ତା ୨୪ ଘଣ୍ଟା ପାଇଁ ୫ ଜିଲ୍ଲା କେନ୍ଦୁଝର, ସୁନ୍ଦରଗଡ଼, ସମ୍ବଲପୁର, ବରଗଡ଼, ବଲାଙ୍ଗିରରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ସେହିପରି ୧୭ ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ୟେଲୋ ଓ୍ଵାର୍ଣ୍ଣିଂ ଜାରି ହୋଇଛି । ସେହପରି ଆସନ୍ତାକାଲି ପାଇଁ ୫ ଜିଲ୍ଲା ସମ୍ବଲପୁର, ଦେବଗଡ଼, ସୁନ୍ଦରଗଡ଼, କେନ୍ଦୁଝର ଓ ମୟୂରଭଞ୍ଜକୁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଦେଇଛି ପାଣିପାଗ ବିଭାଗ । ୧୪ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଦିଆଯାଇଛି ।
ମେଷ: ପାରିବାରିକ ଜୀବନ ସୁଖମୟ ହେବ । ଆୟ ହ୍ରାସ ଏବଂ ଖର୍ଚ୍ଚ ବୃଦ୍ଧି ହେବ । ପ୍ରଗତିର ସମ୍ଭାବନା…
ଭୁବନେଶ୍ୱର (କେନ୍ୟୁଜ୍) : ମୋହନ ମାଝୀଙ୍କ ବିଜେପି ସରକାର ଆଜି ଶପଥ ନେବା ପରେ କ୍ୟାବିନେଟରେ ୪ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ…
ଯାଜପୁର(କେନ୍ୟୁଜ୍): ନୂତନ ମୁଖ୍ୟମନ୍ତ୍ରୀଙ୍କୁ ସ୍ଵାଗତ ସଙ୍ଗୀତ ମାଧ୍ୟମରେ ସ୍ୱାଗତ ଓ ସମ୍ବର୍ଦ୍ଧନା। ଯାଜପୁର ଦଶରଥପୁର ବ୍ଲକ ଅନ୍ତର୍ଗତ ମଙ୍ଗଳପୁରର ଅଗ୍ରଣୀ…
ଭୁବନେଶ୍ୱର(କେନ୍ୟୁଜ୍): ମୋହନ ମାଝୀ ସରକାରଙ୍କ ପ୍ରଥମ କ୍ୟାବିନେଟ ବୈଠକ । ଶପଥ ଗ୍ରହଣ ପରେ ବିଜେପି ସରକାରଙ୍କ ପ୍ରଥମ କ୍ୟାବିନେଟ…
ଦେହ ଅଛି ତ ରୋଗ ଅଛି । ସେଥିଲାଗି ତ କୁହାଯାଏ, ସ୍ୱାସ୍ଥ୍ୟ ହିଁ ସମ୍ପଦ । ପ୍ରତିଟି ଜୀବନ…
ଭୁବନେଶ୍ୱର(କେନ୍ୟୁଜ୍): ସୁରମା ପାଢୀ ହୋଇପାରନ୍ତି ନୂଆ ବାଚସ୍ପତି । ବିଧାନସଭା ବାଚସ୍ପତି ଭାବେ ରଣପୁରର ବିଧାୟିକାଙ୍କ ନାଁକୁ ନେଇ ଚର୍ଚ୍ଚା…