Below header

ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ପ୍ରବଳ ବର୍ଷା ସମ୍ଭାବନା, ୬ଟି ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ

ଭୁବନେଶ୍ଵର : ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ । ଆଜି ଆଉ ଏକ ଲଘୁଚାପ ସୃଷ୍ଟି ହେବା ସମ୍ଭାବନା ରହିଛି । ଏହର ପ୍ରଭାବରେ ଆଜିଠୁ ୨୬ ତାରିଖ ଯାଏଁ ରାଜ୍ୟରେ ବର୍ଷିବ । ଉତ୍ତର ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ଅଧିକ ବର୍ଷା ସମ୍ଭାବନା ରହିଛି । ଆଜି ପାଇଁ ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାର ୬ ଜିଲ୍ଲାକୁ ଜାରି ହୋଇଛି ଅରେଞ୍ଜ ଓ୍ଵାର୍ଣ୍ଣିଂ।

ଅନୁଗୋଳ, ଦେବଗଡ଼, ସୁନ୍ଦରଗଡ଼, ପୁରୀ, କନ୍ଧମାଳ ଓ ବୌଦ୍ଧ ଜିଲ୍ଲା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି । ଏସବୁ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ୟେଲୋ ଓ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲାର ଜିଲ୍ଲାପାଳଙ୍କୁ ଆଲର୍ଟ ରହିବାକୁ କହିଛନ୍ତି ଏସଆରସି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.