ରାଜ୍ୟ

ଜୁଲାଇ ୧୨ରେ ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ! ପ୍ରଭାବରେ ସାରା ରାଜ୍ୟରେ ହୋଇପାରେ ପ୍ରବଳ ବର୍ଷା

ଭୁବନେଶ୍ବର(କେନ୍ଯୁଜ୍): ସାରା ରାଜ୍ୟରେ ଦୁର୍ବଳ ହୋଇଛି ମୌସୁମୀ। ରାଜ୍ୟର ୧୪ଟି ଜିଲ୍ଲାରେ ପ୍ରାୟ ୨୦ରୁ ୫୯ ପ୍ରତିଶତ ପର୍ଯ୍ୟନ୍ତ ବର୍ଷା ପରିମାଣ କମ୍‌ ରହିଛି। ଆସନ୍ତା ୫ ଦିନ ପର୍ଯ୍ୟନ୍ତ ବିଶେଷ ବର୍ଷା ସମ୍ଭାବନା ନଥିବା ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। କିନ୍ତୁ ଜୁଲାଇ ପ୍ରଥମ ସପ୍ତାହର ଶେଷ ବେଳକୁ ମୌସୁମୀ ସକ୍ରିୟ ହେବ ଓ ଦ୍ୱିତୀୟ ସପ୍ତାହରେ ଭଲ ବର୍ଷା ସମ୍ଭାବନା ରହିଛି। ଆମେରିକାର GFS ମଡେଲରୁ ଲଘୁଚାପ ନେଇ ସୂଚନା ମିଳୁଛି।

ଜୁଲାଇ ୧୨ରେ ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ସମ୍ଭାବନା ରହିଛି। ପରବର୍ତ୍ତୀ ସମୟରେ ଏହା ଅଧିକ ଘନୀଭୂତ ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ସାରା ରାଜ୍ୟରେ ବର୍ଷା ହୋଇପାରେ। ଆସନ୍ତା ୨୪ଘଣ୍ଟା ମଧ୍ୟରେ କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ନୂଆପଡ଼ା, କଳାହାଣ୍ଡି, ବଲାଙ୍ଗିର, ବରଗଡ଼, ସୋନପୁର, ଝାରସୁଗୁଡ଼ା ଓ ସୁନ୍ଦରଗଡ଼ ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେ ବଜ୍ରପାତ ହୋଇପାରେ। ତେଣୁ ସତର୍କ ରହିବାକୁ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

Sonalisa

Recent Posts

ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ

ପୁରୀ: ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି । ଚିଠି ଲେଖି ଅନୁରୋଧ କଲେ ବାଲୁକା ଶିଳ୍ପୀ…

2 mins ago

ଅତିଶୀଙ୍କୁ ଦେଖିବା ପାଇଁ ହସ୍ପିଟାଲରେ ପହଞ୍ଚିଲେ ଅଖିଳେଶ ଯାଦବ, ପଚାରି ବୁଝିଲେ ସ୍ୱାସ୍ଥ୍ୟାବସ୍ଥା

ଦିଲ୍ଲୀର ଜଳ ଓ ଶିକ୍ଷା ମନ୍ତ୍ରୀ ଅତିଶୀ ବର୍ତ୍ତମାନ ହସ୍ପିଟାଲରେ ଅଛନ୍ତି । ତାଙ୍କ ସ୍ୱାସ୍ଥ୍ୟାବସ୍ଥା ବିଷୟରେ ପଚାରି ବୁଝିବା…

4 mins ago

ଚାରି ଫୁଟ୍ ଲମ୍ବର ନାଗ ସହ ସାତଟି ନାଗ ଛୁଆ ଉଦ୍ଧାର

ଯାଜପୁର ଟାଉନ : ଚାରି ଫୁଟ୍ ଲମ୍ବର ନାଗ ସହ ସାତଟି ନାଗ ଛୁଆ ଉଦ୍ଧାର । ଦଶରଥପୁର ବ୍ଲକ…

10 mins ago

ପରିତ୍ୟକ୍ତ ଘରେ ଅଳିଆ ହୋଇ ପଡିରହିଛି କୁଢ଼ କୁଢ଼ ସାଲାଇନ ଓ ଦରକାରୀ ଇଞ୍ଜେକସନ୍

ଉଦଳା:  ଅଳିଆ ଭାବେ ପଡିଛି କୁଢ଼ କୁଢ଼ ସାଲାଇନ ଓ ଇଞ୍ଜେକସନ୍ । କିଛି ଏକ୍ସପାଏରୀ ହୋଇଛି ତ ଆଉ…

19 mins ago

ଅରବିନ୍ଦ କେଜ୍ରିଓ୍ଵାଲଙ୍କୁ ପୁଣି ଝଟକା, ଇଡି ପରେ ସିବିଆଇ କଲା ଗିରଫ

ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲଙ୍କୁ ଗିରଫ କରିଛି ସିବିଆଇ । ଅବକାରୀ ନୀତି ଦୁର୍ନୀତି ମାମଲାରେ ତାଙ୍କୁ ଅଦାଲତରୁ ଗିରଫ…

19 mins ago

ସୁନ୍ଦରଗଡ଼ ଜିଲ୍ଲା କୁଢେଇକଳା ବିଟର ବନଲତା ଗାଁରୁ ବଜ୍ରକାପ୍ତା ଉଦ୍ଧାର

ସୁନ୍ଦରଗଡ଼ : ବଜ୍ରକାପ୍ତା ଉଦ୍ଧାର । ସୁନ୍ଦରଗଡ଼ ଜିଲ୍ଲା କୁଳିପୋଷ ରେଞ୍ଜର କୁଢେଇକଳା ବିଟର ବନଲତା ଗାଁରୁ ଉଦ୍ଧାର କରାଯାଇଛି…

37 mins ago